Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:26 - ପବିତ୍ର ବାଇବଲ

26 ମାତ୍ର ଛାଉଣି ମଧ୍ୟରେ ଦୁଇଜଣ ପ୍ରାଚୀନ ଇଲଦଦ୍ ଓ ମେଦଦ୍ ରହିଲେ, ଯଦିଓ ସେମାନେ ତାଲିକାରେ ଥିଲେ, ସେମାନେ ତମ୍ବୁ ବାହାରକୁ ଆସି ନ ଥିଲେ। ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥାନ କଲା ଓ ସେମାନେ ଛାଉଣି ମଧ୍ୟରେ ରହି ଭବିଷ୍ୟଦ୍ କଥା ପ୍ରଗ୍ଭର ଆରମ୍ଭ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍ ଓ ଅନ୍ୟର ନାମ ମେଦଦ୍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ଵୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।

Gade chapit la Kopi

ଓଡିଆ ବାଇବେଲ

26 ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍‍ ଓ ଅନ୍ୟର ନାମ ମେଦଦ୍‍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍‍ ଓ ଅନ୍ୟର ନାମ ମେଦଦ୍‍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।

Gade chapit la Kopi




ଗଣନା ପୁସ୍ତକ 11:26
11 Referans Kwoze  

ତା'ପରେ ଯିରିମିୟ ବାରୂକକୁ କହିଲେ, “ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ଯାଇପାରିବି ନାହିଁ, କାରଣ ମୋତେ ମନ୍ଦିରରେ ପ୍ରବେଶ କରିବାକୁ ମନା।


ତା'ପରେ ମୁଁ କହିଲି, “ହାୟ, ହାୟ, ହେ ସୈନ୍ୟାଧିପତି ସଦାପ୍ରଭୁ, ମୁଁ କଥା କହି ଜାଣେ ନାହିଁ, ମୁଁ ତ କେବଳ ବାଳକ।”


ସେଦିନ ଶାଉଲ କିଛି କହିଲେ ନାହିଁ। ସେ ଚିନ୍ତା କଲେ, “ଦାଉଦର କିଛି ହୋଇଛି। ସେ ପ୍ରାୟ ଶୁଚି ନାହିଁ।”


ତା'ପରେ ଲୋକମାନେ ସଦାପ୍ରଭୁଙ୍କୁ ପଗ୍ଭରିଲେ, “ଏପର୍ଯ୍ୟନ୍ତ ଶାଉଲ ଏଠାକୁ ଆସିଛନ୍ତି କି?” ସଦାପ୍ରଭୁ କହିଲେ, “ସେ ଏଠାରେ ଥିବା ସାମଗ୍ରୀମାନଙ୍କ ମଧ୍ୟରେ ନିଜକୁ ଗୋପନ ରଖିଛି।”


କିନ୍ତୁ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ ଫାରୋ ନିକଟକୁ ଯିବା ପାଇଁ କିଏ? କିପରି ମୁଁ ଇସ୍ରାଏଲୀୟମାନଙ୍କୁ ମିଶର ଦେଶରୁ ବାହାରକୁ ଆଣିବି?”


ତହୁଁ ଜଣେ ଯୁବକ ଦୌଡ଼ି ଯାଇ ମୋଶାଙ୍କୁ କହିଲା, “ଇଲଦଦ୍ ଓ ମେଦଦ୍ ଛାଉଣି ଭିତରେ ରହି ଭବିଷ୍ୟଦ୍ କଥା ପ୍ରଗ୍ଭର କରୁଅଛନ୍ତି।”


ବିଲିୟମ ଦେଖିଲା ଯେ, ଇସ୍ରାଏଲର ଲୋକମାନେ ସେମାନଙ୍କର ପରିବାରବର୍ଗ ଅନୁସାରେ ରହିଲେ। ତା'ପରେ ପରମେଶ୍ୱରଙ୍କର ଆତ୍ମା ବିଲିୟମ ଉପରକୁ ଆସିଲା।


ସଦାପ୍ରଭୁଙ୍କର ଆତ୍ମା ତୁମ୍ଭ ନିକଟକୁ ବିରାଟ ଶକ୍ତିରେ ଆସିବ ଏବଂ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟ‌ଦ୍‌ବାଣୀ କହିବ ଏବଂ ତୁମ୍ଭେ ଜଣେ ଅଲଗା ବ୍ୟକ୍ତି ହୋଇଯିବ।


ପରମେଶ୍ୱରଙ୍କ ଆତ୍ମା ଅସରିୟଙ୍କ ଉପରେ ଆସି ଅଧିଷ୍ଠାନ କଲା। ଅସରିୟ ଓବେଦଙ୍କ ପୁତ୍ର ଥିଲେ।


“ତଥାପି ବହୁବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମାଦ୍ୱାରା ଆପଣା ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ ତୁମ୍ଭେ ସତର୍କ କଲ। ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ପ୍ରସ୍ତୁତ ହେଲେ ନାହିଁ। ଏଣୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀ ହସ୍ତରେ ସମର୍ପଣ କଲ।


Swiv nou:

Piblisite


Piblisite