Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:30 - ପବିତ୍ର ବାଇବଲ

30 ଏହା ପରେ ମୋଶା ଓ ଇସ୍ରାଏଲ ପ୍ରାଚୀନଗଣ ଛାଉଣିକି ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକି ଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

30 ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।

Gade chapit la Kopi




ଗଣନା ପୁସ୍ତକ 11:30
3 Referans Kwoze  

ମୋଶା ଉତ୍ତର ଦେଲେ, “ତୁମ୍ଭେ ମୋ’ ସକାଶୁ କ’ଣ ଈର୍ଷା କରୁଅଛୁ? ସଦାପ୍ରଭୁ ସମସ୍ତ ଲୋକଙ୍କୁ ଭବିଷ୍ୟ‌ଦ୍‌ବାଣୀ କରିବା ପାଇଁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ।”


ଅନନ୍ତର ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା। ସେମାନଙ୍କର ସଂଖ୍ୟା ଏତେ ଅଧିକ ହେଲା ଯେ ସେମାନେ ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେ ପାଖେ ଦିନକର ପଥ ପର୍ଯ୍ୟନ୍ତ ବ୍ୟାପି ରହିଲେ। ସେମାନେ ଭୂମିଠାରୁ ପ୍ରାୟ ଦୁଇ ଫୁଟ ବହଳରେ ଗଦା ହୋଇଗଲେ।


ମୋଶା ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ। ଇସ୍ରାଏଲର ନେତୃବର୍ଗ ସେମାନଙ୍କୁ ଅନୁସରଣ କଲେ।


Swiv nou:

Piblisite


Piblisite