Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:8 - ପବିତ୍ର ବାଇବଲ

8 ଲୋକମାନେ ଏଣେ ତେଣେ ବୁଲି ମାନ୍ନା ସଂଗ୍ରହ କଲେ, ଚକିରେ ତାକୁ ପେଷିଲେ, କିମ୍ବା କୁଟଣୀରେ ତାହା ଚୂର୍ଣ କରି କରେଇରେ ସିଦ୍ଧକରି ପିଠା ପ୍ରସ୍ତୁତ କଲେ, ଆଉ ଜୀତ ତୈଳରେ ପକ୍ୱ ପିଠାପରି ତା'ର ସ୍ୱାଦ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଦ୍ଧ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ଵ ପିଠା ପରି ତହିଁର ସ୍ଵାଦ ଥିଲା।

Gade chapit la Kopi

ଓଡିଆ ବାଇବେଲ

8 ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।

Gade chapit la Kopi




ଗଣନା ପୁସ୍ତକ 11:8
9 Referans Kwoze  

ତେଣୁ ଇସ୍ରାଏଲର ଲୋକମାନେ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ। ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ସ୍ୱାଦ ମଧୁ ମିଶ୍ରିତ ପିଷ୍ଟକ ତୁଲ୍ୟ ଥିଲା।


ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହୋଇଯାଏ। ତେଣୁ ତୁମ୍ଭେ ସେହିଭଳି ଖାଦ୍ୟ ପାଇବା ପାଇଁ କାର୍ଯ୍ୟ କର ନାହିଁ, ବରଂ ତୁମ୍ଭେମାନେ ଏଭଳି କାର୍ଯ୍ୟ କର ଯାହା ଭଲ ହୋଇ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦେବ। ମନୁଷ୍ୟପୁତ୍ର ସେହିପରି ଖାଦ୍ୟ ତୁମ୍ଭକୁ ଦେବେ। ପରମେଶ୍ୱର ଦେଖାଇଛନ୍ତି ଯେ, ସେ ମନୁଷ୍ୟପୁତ୍ରଙ୍କ ସହିତ ଅଛନ୍ତି।”


ମୋଶା ସେମାନଙ୍କୁ କହିଲେ, “ଏପରି କରିବାକୁ ସଦାପ୍ରଭୁ କହିଅଛନ୍ତି, କାରଣ ଆସନ୍ତାକାଲି ମହାବିଶ୍ରାମ ଦିନ ଅର୍ଥାତ୍ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ। ତୁମ୍ଭେମାନେ ଆଜି ଯେତିକି ଖାଦ୍ୟ ଦରକାର କରୁଛ ତାହା ଆଜି ରନ୍ଧନ କର। କିନ୍ତୁ ଯାହା ବଳିଲା, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କର।”


ଆମ୍ଭର ପିତୃପୁରୁଷମାନେ ମରୁଭୂମିରେ ମାନ୍ନା ଖାଇଥିଲେ, ତାହା ପରମେଶ୍ୱର ସେମାନଙ୍କୁ ଦେଇଥିଲେ। ଧର୍ମଶାସ୍ତ୍ରରେ ଲେଖା ଅଛି: ‘ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ଖାଦ୍ୟ ଖାଇବାକୁ ଦେଇଥିଲେ।’”


ସେହି ସମୟରେ ଏଷୌ ବହୁତ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲେ।


ଆଉ ସେହି ମାନ୍ନା ଧନିଆ ବୀଜଗୁଡ଼ିକ ସଦୃଶ ହେବ।


ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲାବେଳେ ତା’ ସହିତ ମାନ୍ନା ଝଡିଲା।


Swiv nou:

Piblisite


Piblisite