ଗଣନା ପୁସ୍ତକ 13:16 - ପବିତ୍ର ବାଇବଲ16 ମୋଶା ଯେଉଁ ଲୋକମାନଙ୍କୁ ଗୁପ୍ତଚର କାର୍ଯ୍ୟ କରିବାକୁ ସେହି ଦେଶ ପଠାଇ ଥିଲେ, ମୋଶା ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ। Gade chapit laଓଡିଆ ବାଇବେଲ16 ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ। Gade chapit la |