ଗଣନା ପୁସ୍ତକ 13:18 - ପବିତ୍ର ବାଇବଲ18 ପୁଣି ସେହି ଦେଶ କିପରି, ତହିଁର ବାସିନ୍ଦାମାନେ ବଳବାନ୍ କି ଦୁର୍ବଳ ଓ ସେମାନେ ଅଳ୍ପ କି ଅନେକ ସେ ବିଷୟରେ ଅନୁସନ୍ଧାନ କର। Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ; Gade chapit laଓଡିଆ ବାଇବେଲ18 ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ; Gade chapit la |
ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁଗ୍ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।