ଗଣନା ପୁସ୍ତକ 13:26 - ପବିତ୍ର ବାଇବଲ26 ଅନନ୍ତର ସେମାନେ ଆସି ପାରଣ ମରୁଭୂମି କାଦେଶ ନାମକ ସ୍ଥାନରେ ମୋଶାଙ୍କୁ ଭେଟିଲେ, ହାରୋଣ ଓ ଇସ୍ରାଏଲ ଲୋକମାନେ ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଗ୍ଭର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଅନନ୍ତର ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା ଓ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ। Gade chapit laଓଡିଆ ବାଇବେଲ26 ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ। Gade chapit la |
ଦିନେ ଯିହୁଦା ପରିବାରବର୍ଗଠାରୁ କିଛି ଲୋକ ଗିଲ୍ଗଲ୍ରେ ଥିବା ଯିହୋଶୂୟଙ୍କ ନିକଟକୁ ଗଲେ। ସେହି ଲୋକମାନଙ୍କ ମଧ୍ୟରେ ଜଣେ ଲୋକ ଥିଲେ। ତାଙ୍କର ନାମ ଥିଲା କାଲେବ୍, ଯେ କି କନିସୀୟ ଯିଫୁନ୍ନିର ପୁତ୍ର ଥିଲା। କାଲେବ୍ ଯିହୋଶୂୟଙ୍କୁ କହିଲେ, “ତୁମ୍ଭର ମନେଥିବ ସଦାପ୍ରଭୁ ପରମେଶ୍ୱର କାଦେଶ ବର୍ଣ୍ଣେୟରେ ଯାହା କହିଥିଲେ। ସଦାପ୍ରଭୁ ତାଙ୍କର ସେବକ ମୋଶାଙ୍କୁ କହିଥିଲେ ଯାହା ତୁମ୍ଭ ବିଷୟରେ ଓ ମୋ’ ବିଷୟ।