ଗଣନା ପୁସ୍ତକ 13:28 - ପବିତ୍ର ବାଇବଲ28 ତଥାପି ସେହି ଦେଶ ନିବାସୀମାନେ ବଳବାନ୍, ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼, ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନମାନଙ୍କୁ ଦେଖିଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)28 ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ। Gade chapit laଓଡିଆ ବାଇବେଲ28 ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର-ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ। Gade chapit la |
ସେଠାରେ ବହୁସଂଖ୍ୟକ ଶକ୍ତିଶାଳୀ ସମ୍ସୁମ୍ମୀୟମାନେ ବାସ କରୁଥିଲେ। ସେମାନେ ବହୁତ ଡେଙ୍ଗା ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଲୋକଥିଲେ। କିନ୍ତୁ ସଦାପ୍ରଭୁ ଅମ୍ମୋନୀୟ ଲୋକମାନଙ୍କର ସହାୟ ହେଲେ ସମ୍ସୁମ୍ମୀୟମାନଙ୍କୁ ବିନାଶ କରିବା ପାଇଁ। ଅମ୍ମୋନୀୟ ଲୋକମାନେ ସମ୍ସୁମ୍ମୀୟ ଲୋକମାନଙ୍କୁ ଅଧିକାର ଚ୍ୟୁତ କରି ସେହିଠାରେ ବାସ କଲେ। ଏବଂ ସେହିଠାରେ ଏବେ ମଧ୍ୟ ବାସ କରୁଛନ୍ତି।
ତେଣୁ ମୋତେ ବର୍ତ୍ତମାନ ସେହି ପର୍ବତମୟ ଦେଶ ଦିଅ, ମୋତେ ଯାହାକି ସଦାପ୍ରଭୁ ବହୁ ଦିନ ପୂର୍ବରୁ ପ୍ରତିଜ୍ଞା କରିଥିଲେ। ସେହି ସମୟରେ ତୁମ୍ଭେ ସେହି ଲଢ଼ୁଆ ଅନାକୀୟମାନଙ୍କ ବିଷୟରେ ଶୁଣିଥିଲ, ଯେଉଁମାନେ କି ସେଠାରେ ବାସ କରୁଥିଲେ। ଏବଂ ସେମାନଙ୍କର ନଗର ଗୁଡ଼ିକ ବହୁତ ବଡ଼ ଥିଲା ଓ ସବୁ ଦିଗରୁ ସୁରକ୍ଷିତ ଥିଲା। କିନ୍ତୁ ବର୍ତ୍ତମାନ ସଦାପ୍ରଭୁ ମୋତେ ମୋ’ ସହିତ ଥାଇ ପାରନ୍ତି। ଏବଂ ମୁଁ ବର୍ତ୍ତମାନ ସେହି ଭୂମିକୁ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ନେବି।”