ଗଣନା ପୁସ୍ତକ 14:10 - ପବିତ୍ର ବାଇବଲ10 ମାତ୍ର ସମସ୍ତ ମଣ୍ତଳୀ ସେମାନଙ୍କୁ ପଥର ମାରି ହତ୍ୟା କରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ମହିମା ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ଲୋକମାନଙ୍କ ପ୍ରତି ପ୍ରକାଶିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ମାତ୍ର ସମସ୍ତ ମଣ୍ତଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ଵୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା। Gade chapit laଓଡିଆ ବାଇବେଲ10 ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା। Gade chapit la |
“ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ।