Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:16 - ପବିତ୍ର ବାଇବଲ

16 ‘ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏଣୁ ସେ ସେମାନଙ୍କୁ ମରୁଭୂମିରେ ବଧ କରିଅଛନ୍ତି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

16 ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ‘ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।’

Gade chapit la Kopi




ଗଣନା ପୁସ୍ତକ 14:16
6 Referans Kwoze  

ସେହି ଦେଶ, ଯେଉଁ ଦେଶରୁ ତୁମ୍ଭେ ସେମାନଙ୍କୁ ବାହାର କରି ଆଣିଛ ତୁମ୍ଭ ବିଷୟରେ କହିବ। ସେମାନେ କହିବେ, “ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯିବାକୁ ସମର୍ଥ ହେଲେ ନାହିଁ ଏବଂ ସେ ସେମାନଙ୍କୁ ଯେହେତୁ ଘୃଣା କଲେ। ତେଣୁ ସେ ଏହି ପ୍ରାନ୍ତରରେ ସେମାନଙ୍କୁ ହତ୍ୟା କରିବାକୁ ବାହାର କରି ଆଣିଛନ୍ତି।”


କିଣାନୀୟମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷୟରେ ଶୁଣିବେ। ସେମାନେ ଆମ୍ଭକୁ ଘେରି ଆକ୍ରମଣ କରିବେ ଓ ବିନାଶ ମଧ୍ୟ କରିବେ। ତା'ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକୁ ରକ୍ଷା କରିବ?”


ଯିହୋଶୂୟ କହିଲେ, “ହେ ମୋର ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର ହେବାକୁ ଦେଲ? କ’ଣ ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ବିନାଶ କରିବାକୁ, ଏହା କଲ? ଆହା ଯଦି ଆମ୍ଭେମାନେ ଯର୍ଦ୍ଦନ ସେପାରିରେ ରହିଥା’ନ୍ତୁ।


“ଯେପରି ତୁମ୍ଭେ କହିଅଛ, ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ୍ ହେଉ।


କିନ୍ତୁ ଯଦି ତୁମ୍ଭେ ଆପଣା ଲୋକମାନଙ୍କୁ ଧ୍ୱଂସ କର, ତାହାହେଲେ ମିଶରୀୟମାନେ କହିବେ, ‘ସଦାପ୍ରଭୁ ତାଙ୍କର କ୍ଷତି କରିବାକୁ ଯୋଜନା କରିଥିଲେ। ସେହି କାରଣରୁ ସେ ତାଙ୍କୁ ମିଶରରୁ ବାହାର କରି ସେହି ପର୍ବତଗୁଡ଼ିକରେ ମାରି ପୃଥିବୀରୁ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ଯୋଜନା କରିଥିଲେ।’ ତେଣୁ ସେମାନଙ୍କ ଉପରେ କ୍ରୋଧ ହୁଅ ନାହିଁ। ଦୟାକରି ତୁମ୍ଭର ମନ ପରିବର୍ତ୍ତନ କର। ଦୟାଳୁ ହୁଅ ଓ ସେମାନଙ୍କୁ ଧ୍ୱଂସ କର ନାହିଁ।


Swiv nou:

Piblisite


Piblisite