ଗଣନା ପୁସ୍ତକ 14:20 - ପବିତ୍ର ବାଇବଲ20 ସଦାପ୍ରଭୁ କହିଲେ, “ଯେପରି ତୁମ୍ଭେ ମୋତେ ଅନୁରୋଧ କଲ, ମୁଁ ସେମାନଙ୍କୁ କ୍ଷମା ଦେଲି। Gade chapit laପବିତ୍ର ବାଇବଲ (Re-edited) - (BSI)20 ତହିଁରେ ସଦାପ୍ରଭୁ କହିଲେ, ଆମ୍ଭେ ତୁମ୍ଭର ବାକ୍ୟ ପ୍ରମାଣେ କ୍ଷମା କଲୁ। Gade chapit laଓଡିଆ ବାଇବେଲ20 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ। Gade chapit la |