ଗଣନା ପୁସ୍ତକ 14:21 - ପବିତ୍ର ବାଇବଲ21 କିନ୍ତୁ ମୁଁ ପ୍ରତିଜ୍ଞା କରୁଅଛି ଯେ, ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ମହିମାରେ ପରିପୂର୍ଣ୍ଣ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)21 ମାତ୍ର ଯେବେ ଆମ୍ଭେ ଜୀବିତ ହେଉ, ଆଉ ଯେବେ ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ, Gade chapit laଓଡିଆ ବାଇବେଲ21 ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ, Gade chapit la |
ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମୋୟାବ ଓ ଅମ୍ମୋନର ଲୋକମାନେ ସଦୋମ ଓ ହମୋରା ପରି ଧ୍ୱଂସ ହେବେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସେମାନଙ୍କର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହେବ। ସେମାନଙ୍କର ଭୂମିରେ ଅନାବନା ଗଛ ବ୍ୟାପିଯିବ। ମରୁସାଗର ପରି ସେମାନଙ୍କର ଭୁମି ଲବଣାକ୍ତ ହେବ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫେରି ପାଇବେ।”