Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:26 - ପବିତ୍ର ବାଇବଲ

26 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

26 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,

Gade chapit la Kopi




ଗଣନା ପୁସ୍ତକ 14:26
3 Referans Kwoze  

ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳ ଭୂମିରେ ବାସ କରନ୍ତି। କାଲି ତୁମ୍ଭେମାନେ ଫେରି ଲୋହିତ ସାଗର ପଥଦେଇ ମରୁଭୂମିକୁ ଗମନ କରିବା ଉଚିତ୍।”


“ମୋ’ ବିରୁଦ୍ଧରେ ଅଭିଯୋଗ କରାଯାଉଛି, ମୁଁ କେତେକାଳ ସହିବି ଏହି ଦୁଷ୍ଟ ଲୋକମାନଙ୍କ ନିମନ୍ତେ? ଇସ୍ରାଏଲର ଲୋକମାନେ ଯେଉଁ ଅଭିଯୋଗ କରୁଛନ୍ତି ତାହା ମୁଁ ଶୁଣିଲି।


କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, ସେମାନେ ଅବଶ୍ୟ ଏହି ମରୁଭୂମିରେ ମରିବେ। କେବଳ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହୋଶୂୟ ବଞ୍ଚି ରହିଲେ, ବାକି ସମସ୍ତେ ମଲେ।


Swiv nou:

Piblisite


Piblisite