ଗଣନା ପୁସ୍ତକ 14:33 - ପବିତ୍ର ବାଇବଲ33 “‘ତୁମ୍ଭମାନଙ୍କ ସନ୍ତାନଗଣ ଗ୍ଭଳିଶ୍ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣ କରିବେ ଓ ସେମାନେ ତୁମ୍ଭମାନଙ୍କର ଅବିଶ୍ୱସ୍ତତା ପାଇଁ ଯନ୍ତ୍ରଣା ଭୋଗ କରିବେ। ତୁମ୍ଭମାନଙ୍କ ଶବ ଏହି ମରୁଭୂମିରେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଗ୍ଭରର, ତୁମ୍ଭେ ତୁମ୍ଭର ପାପର ଫଳ ଭୋଗିବ। Gade chapit laପବିତ୍ର ବାଇବଲ (Re-edited) - (BSI)33 ପୁଣି ତୁମ୍ଭମାନଙ୍କ ସନ୍ତାନଗଣ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ। Gade chapit laଓଡିଆ ବାଇବେଲ33 ପୁଣି, ତୁମ୍ଭମାନଙ୍କ ସନ୍ତାନଗଣଙ୍କ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ତୁମ୍ଭମାନଙ୍କ ସନ୍ତାନଗଣଙ୍କ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ। Gade chapit la |
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।