ଗଣନା ପୁସ୍ତକ 14:42 - ପବିତ୍ର ବାଇବଲ42 ତୁମ୍ଭେମାନେ ଉପରକୁ ଯାଅ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ନାହାନ୍ତି। ତେଣୁ ତୁମ୍ଭେ ଅକ୍ଳେଶରେ ଶତ୍ରୁମାନଙ୍କଦ୍ୱାରା ପରାସ୍ତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)42 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ। Gade chapit laଓଡିଆ ବାଇବେଲ42 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ। Gade chapit la |
ସେହି ସମୟରେ, ସେମାନଙ୍କ ଉପରେ ଆମ୍ଭର କ୍ରୋଧ ହେବ। ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁହଁ ବନ୍ଦ କରିବା। ତହିଁରେ ସେମାନଙ୍କ ପାଇଁ ଭୟଙ୍କର ଅବସ୍ଥାମାନ ହେବ, ଏବଂ ସେମାନେ ବହୁ ସମସ୍ୟାରେ ପଡ଼ିବେ। ତା'ପରେ ସେମାନେ କହିବେ, ‘ଏହିସବୁ ଅମଙ୍ଗଳ ଆମ୍ଭ ଉପରେ ଘଟିଛି କାରଣ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ନାହାନ୍ତି।’
ଅସରିୟ ଆସାଙ୍କୁ ସାକ୍ଷାତ କରିବାକୁ ଗଲେ। ଅସରିୟ କହିଲେ, “ଆସା ଓ ଯିହୁଦା ଏବଂ ବିନ୍ୟାମୀନର ଲୋକ ସମସ୍ତେ, ତୁମ୍ଭେମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଯେତେବେଳେ ପରମେଶ୍ୱରଙ୍କ ସହିତ ଥିଲ, ସେ ତୁମ୍ଭମାନଙ୍କ ସହିତରେ ଥିଲେ। ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କୁ ଖୋଜିବ, ତେବେ ତୁମ୍ଭେମାନେ ତାହାଙ୍କୁ ପାଇବ। କିନ୍ତୁ ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।