Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:44 - ପବିତ୍ର ବାଇବଲ

44 ତଥାପି ସେମାନେ ପର୍ବତ ଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ। ମାତ୍ର ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଓ ମୋଶା ସେମାନଙ୍କ ସହିତ ଗଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ତଥାପି ସେମାନେ ପର୍ବତଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ସାକ୍ଷ୍ୟସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

44 ତଥାପି ସେମାନେ ପର୍ବତଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ତଥାପି ସେମାନେ ପର୍ବତ ଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ।

Gade chapit la Kopi




ଗଣନା ପୁସ୍ତକ 14:44
6 Referans Kwoze  

“ମୁଁ ତୁମ୍ଭମାନଙ୍କୁ ଏହା କହିଲି, କିନ୍ତୁ ତୁମ୍ଭେମାନେ ମୋ’ କଥା ଶୁଣିଲ ନାହିଁ। ତୁମ୍ଭେମାନେ ସଦାପ୍ରଭୁଙ୍କର ଆଦେଶ ବିରୁଦ୍ଧରେ ବିଦ୍ରୋହ କଲ। ନିଜ ବଳରେ ଯୁଦ୍ଧ କରିବା ପାଇଁ ତୁମ୍ଭେମାନେ ପର୍ବତ ଉପରକୁ ଚଢ଼ିଲ।


ମୋଶା ସେହି 12,000 ଲୋକଙ୍କୁ, ଯୁଦ୍ଧ ଭୂମିକୁ ପଠାଇଲେ। ପୁଣି ଯାଜକ ଇଲିୟାସରର ପୁତ୍ର ପୀ‌ନ୍‌ହସର ହସ୍ତରେ ପବିତ୍ର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧ କ୍ଷେତ୍ରକୁ ପଠାଇଲେ।


“ଯଦି ଯେଉଁ ବ୍ୟକ୍ତି ଉଦ୍ଦେଶ୍ୟମୂଳକ ଭାବରେ ପାପକର୍ମ କରେ ସେ ଇସ୍ରାଏଲୀୟ କି ବିଦେଶୀ ମୂଳ ସ୍ଥାୟୀ ବାସୀନ୍ଦା ହେଉ, ଯଦି ସଦାପ୍ରଭୁଙ୍କର ନିନ୍ଦା କରେ, ତେବେ ସେ ବ୍ୟକ୍ତି ଆପଣା ଲୋକଙ୍କଠାରୁ ବହିସ୍କାର ହେବ।


ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଅତିକ୍ରମ କଲେ, ପୁଣି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।


ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ଅଛନ୍ତି, ତୁମ୍ଭେମାନେ ଖ‌ଡ଼୍‌ଗରେ ନିହତ ହେବ। ତୁମ୍ଭେମାନେ ସଦାପ୍ରଭୁଙ୍କ ବିଶ୍ୱାସଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”


Swiv nou:

Piblisite


Piblisite