ଗଣନା ପୁସ୍ତକ 14:6 - ପବିତ୍ର ବାଇବଲ6 ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ୍ ନିଜ ନିଜ ବସ୍ତ୍ର ଚିରିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ; Gade chapit laଓଡିଆ ବାଇବେଲ6 ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ; Gade chapit la |
ଦିନେ ଯିହୁଦା ପରିବାରବର୍ଗଠାରୁ କିଛି ଲୋକ ଗିଲ୍ଗଲ୍ରେ ଥିବା ଯିହୋଶୂୟଙ୍କ ନିକଟକୁ ଗଲେ। ସେହି ଲୋକମାନଙ୍କ ମଧ୍ୟରେ ଜଣେ ଲୋକ ଥିଲେ। ତାଙ୍କର ନାମ ଥିଲା କାଲେବ୍, ଯେ କି କନିସୀୟ ଯିଫୁନ୍ନିର ପୁତ୍ର ଥିଲା। କାଲେବ୍ ଯିହୋଶୂୟଙ୍କୁ କହିଲେ, “ତୁମ୍ଭର ମନେଥିବ ସଦାପ୍ରଭୁ ପରମେଶ୍ୱର କାଦେଶ ବର୍ଣ୍ଣେୟରେ ଯାହା କହିଥିଲେ। ସଦାପ୍ରଭୁ ତାଙ୍କର ସେବକ ମୋଶାଙ୍କୁ କହିଥିଲେ ଯାହା ତୁମ୍ଭ ବିଷୟରେ ଓ ମୋ’ ବିଷୟ।