Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:13 - ପବିତ୍ର ବାଇବଲ

13 “ପ୍ରତ୍ୟେକ ନାଗରୀକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ ଏହି ବ୍ୟବସ୍ଥା ଅନୁସାରେ ଏହିସବୁ କାର୍ଯ୍ୟ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ।

Gade chapit la Kopi

ଓଡିଆ ବାଇବେଲ

13 ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ।

Gade chapit la Kopi




ଗଣନା ପୁସ୍ତକ 15:13
2 Referans Kwoze  

ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟା ଅନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରାମାଣେ ସେହିରୂପେ କରିବ।


ଯଦି ତୁମ୍ଭ ସହିତ ବାସ କରୁଥିବା ଜଣେ ବିଦେଶୀ ଲୋକ କିମ୍ବା ସେ ସମନ୍ଧରେ କୌଣସି ବିଦେଶୀଗତ ସ୍ଥାୟୀ ଅଧିବାସୀ କିମ୍ବା ଯେକେହି ତୁମ୍ଭ ସହିତ ଦୀର୍ଘଦିନ ଧରି ବାସ କରୁଥିବା ଲୋକ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଅର୍ପଣ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭ ପ୍ରତି ପ୍ରଯୁଜ୍ୟ ହେଉଥିବା ସମାନ ପଦ୍ଧତି ତା’ ପାଇଁ ଅନୁସୃତ ହେବା ଉଚିତ୍।


Swiv nou:

Piblisite


Piblisite