Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:18 - ପବିତ୍ର ବାଇବଲ

18 “ମୁଁ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇଯାଉଅଛି, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏହିରୂପେ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,

Gade chapit la Kopi

ଓଡିଆ ବାଇବେଲ

18 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,

Gade chapit la Kopi




ଗଣନା ପୁସ୍ତକ 15:18
5 Referans Kwoze  

“ଇସ୍ରାଏଲର ଲୋକମାନଙ୍କୁ କୁହ। ତୁମ୍ଭେ ଯେତେବେଳେ ପ୍ରବେଶ କରିବ ମୁଁ ସେହି ଦେଶ ଦେଉଛି ତୁମ୍ଭେ କେବେ ପ୍ରବେଶ କରିବ।


ଆମ୍ଭ ଭୋଜନର ପ୍ରଥମ ଭାଗଟି ଯଦି ପରମେଶ୍ୱରଙ୍କୁ ସମର୍ପଣ କରାଯାଏ, ତା'ହେଲେ ସମସ୍ତ ଭୋଜନ ପବିତ୍ର ହୁଏ। ଯଦି କୌଣସି ଗଛର ଚେର ପବିତ୍ର, ତା'ହେଲେ ସେହି ଗଛର ସମସ୍ତ ଡାଳ ମଧ୍ୟ ପବିତ୍ର।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ବେଳେ ସଦାପ୍ରଭୁଙ୍କୁ ଏହାର କିଛି ଅଂଶ ଅର୍ପଣ କରିବା ଉଚିତ୍।


Swiv nou:

Piblisite


Piblisite