Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:22 - ପବିତ୍ର ବାଇବଲ

22 “ଯେତେବେଳେ ତୁମ୍ଭେମାନେ ଭୁଲରେ ଏବଂ ଏହିସବୁ ଆଜ୍ଞାଗୁଡ଼ିକ ପାଳନ କର ନାହିଁ, ଯାହା ସଦାପ୍ରଭୁ ମୋଶାଙ୍କୁ କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ ଯେବେ ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହିସବୁ ଆଜ୍ଞା,

Gade chapit la Kopi

ଓଡିଆ ବାଇବେଲ

22 ଆଉ ଯଦି ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହିସବୁ ଆଜ୍ଞା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ଯଦି ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହି ସବୁ ଆଜ୍ଞା,

Gade chapit la Kopi




ଗଣନା ପୁସ୍ତକ 15:22
10 Referans Kwoze  

“ଇସ୍ରାଏଲ ଲୋକମାନଙ୍କୁ କୁହ, ଯଦି କେହି ଅଜଣାତରେ ଗୋଟିଏ ପାପ କରେ ଏବଂ ତାହା କରେ, ଯାହା ସଦାପ୍ରଭୁଙ୍କ ଆଜ୍ଞାରେ ମନା କରାଯାଇଅଛି।


କିନ୍ତୁ ଯେଉଁ ସେବକ ନିଜ ମାଲିକଙ୍କ ଇଚ୍ଛା ବିଷୟରେ କିଛି ଜାଣି ନ ଥାଏ, ସେ ଦଣ୍ଡନୀୟ କାମ କରିବ ସେ। ତେବେ ତାକୁ ସେଥିପାଇଁ ନିଜ କର୍ତ୍ତବ୍ୟ ବିଷୟରେ ଜାଣିଥିବା ଗ୍ଭକର ଅପେକ୍ଷା କମ୍ ଦଣ୍ଡ ଦିଆଯିବ। କାରଣ ଯେଉଁ ଲୋକକୁ ଅଧିକ ଦିଆଯାଇଛି, ସେ ବିଷୟ ପାଇଁ ଦାୟୀ ହେବ। ଯେଉଁ ଲୋକକୁ ଅଧିକ ଦିଆଯାଇଛି ତା'ଠାରୁ ବହୁତ ଅଧିକ ଆଶା କରାଯିବ।”


କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ। ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।


ଏହିରୂପେ ଯାଜକ ନିଜକୁ ପ୍ରାୟଶ୍ଚିତ କରିବ, ଏହି ପାପଗୁଡ଼ିକର କୌଣସି ବିଷୟ ପାଇଁ ସେ କରିଛି ଏବଂ ସଦାପ୍ରଭୁ ତାଙ୍କୁ କ୍ଷମା ଦେବେ। ଅବଶିଷ୍ଟ ନୈବେଦ୍ୟ ଶସ୍ୟ ନୈବେଦ୍ୟ ପରି ଯାଜକର ହେବ।”


“ଆଉ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦେଇଛନ୍ତି, ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କେହି ଜଣେ ତାହା କରେ ଓ ଭ୍ରାନ୍ତିରେ ପାପ କରେ ତେବେ ସେ ଦୋଷୀ ହୁଏ।


“ଯଦି ଜଣେ ଶାସକ ଭୁଲ୍ ବଶତ ପାପ କରେ ଓ ସଦାପ୍ରଭୁଙ୍କର ଆଜ୍ଞାକୁ ବିରୁଦ୍ଧ କଲାପରି କୌଣସି କାର୍ଯ୍ୟ କରେ, ତେବେ ସେ ମଧ୍ୟ ଦୋଷୀ ବୋଲି ବିବେଚିତ ହେବ।


ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ଦଳା ଅଟାର ଏକ ଅଂଶ ଉତ୍ସର୍ଗ କରିବ।


ସଦାପ୍ରଭୁ ମୋଶାଙ୍କ ଦ୍ୱାରା ସେ ସମସ୍ତ ଆଜ୍ଞା ଦେଇଛନ୍ତି। ସେହିସବୁ ଆଜ୍ଞା ସଦାପ୍ରଭୁ ଦେବା ଦିନଠାରୁ ପୁରୁଷାନୁକ୍ରମେ ଚିରକାଳ ପାଳନ କରିବା ଉଚିତ୍।


Swiv nou:

Piblisite


Piblisite