Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:24 - ପବିତ୍ର ବାଇବଲ

24 ଯଦି ତାହା ମଣ୍ତଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ ତେବେ ସମସ୍ତ ମଣ୍ତଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟନୈବେଦ୍ୟ ଏବଂ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଅର୍ପଣ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଯେବେ ତାହା ମଣ୍ତଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ତଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।

Gade chapit la Kopi

ଓଡିଆ ବାଇବେଲ

24 ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।

Gade chapit la Kopi




ଗଣନା ପୁସ୍ତକ 15:24
14 Referans Kwoze  

ଯଦି ସେ ଶାସକ ଆପଣା କୃତ ପାପ ଜ୍ଞାତ ହୁଏ ତେବେ ସେ ଏକ ନିଖୁଣ ପୁଂ ଛାଗ ଉତ୍ସର୍ଗ କରିବ।


ହୋମବଳି ଓ ପେୟନୈବେଦ୍ୟ ଛଡ଼ା, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବ।


“କେହି ଯଦି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଅଜାଣତରେ ପାପ କରେ, ସେ ତା'ର ପଲରୁ ଦୋଷାର୍ଥକ ବଳିରୂପେ କୌଣସି କ୍ଷତ ନ ଥିବା ଏକ ମେଷଛୁଆ ଆଣି ସଦାପ୍ରଭୁଙ୍କୁ ତା'ର ପାଇଁ କ୍ଷତି ପୂରଣ ଦେବା ଉଚିତ୍। ସେହି ମେଷ ଛୂଆର ମୂଲ୍ୟ କାର୍ଯ୍ୟାଳୟ ମାପ ଅନୁଯାୟୀ ନିରୂପିତ ହେବା ଉଚିତ୍।


ନିର୍ବାସନରୁ ଆଗତ ବନ୍ଦୀତ୍ୱର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ 12 ବୃଷ, 96 ଅଣ୍ତିରା ମେଷ, 77 ମେଷଶାବକ, ପାପାର୍ଥକ ବଳି ନିମନ୍ତେ 12 ଛାଗ ଉତ୍ସର୍ଗ କଲେ। ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଥିଲା।


ପୁଣି ପରମେଶ୍ୱରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ସମୟରେ ସେମାନେ 100 ବୃଷ, 200 ଅଣ୍ତିରା ମେଷ, 400 ମେଷଶାବକ ଉତ୍ସର୍ଗ କଲେ। ଏବଂ ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟା ଅନୁସାରେ ବାର ଗୋଟି ଛାଗ ଉତ୍ସର୍ଗ କଲେ।


“ଇସ୍ରାଏଲ ଲୋକମାନଙ୍କୁ କୁହ, ଯଦି କେହି ଅଜଣାତରେ ଗୋଟିଏ ପାପ କରେ ଏବଂ ତାହା କରେ, ଯାହା ସଦାପ୍ରଭୁଙ୍କ ଆଜ୍ଞାରେ ମନା କରାଯାଇଅଛି।


“ଯଦି ଜଣେ ଶାସକ ଭୁଲ୍ ବଶତ ପାପ କରେ ଓ ସଦାପ୍ରଭୁଙ୍କର ଆଜ୍ଞାକୁ ବିରୁଦ୍ଧ କଲାପରି କୌଣସି କାର୍ଯ୍ୟ କରେ, ତେବେ ସେ ମଧ୍ୟ ଦୋଷୀ ବୋଲି ବିବେଚିତ ହେବ।


ସେହି ବ୍ୟକ୍ତି ଅପରାଧର ମାତ୍ରା ଅନୁସାରେ ଏକ ନିଖୁଣ ମେଷ ଦୋଷାର୍ଥକ ନୈବେଦ୍ୟ ରୂପେ ଯାଜକ ନିକଟକୁ ଆଣିବ। ପୁଣି ଯେଉଁ ପାପ ସେ ଅଜ୍ଞାତରେ କରିଛି ସେଥିପାଇଁ ଯାଜକ ପ୍ରାୟଶ୍ଚିତ କରିବ। ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ସଦାପ୍ରଭୁ ମୋଶାଙ୍କ ଦ୍ୱାରା ସେ ସମସ୍ତ ଆଜ୍ଞା ଦେଇଛନ୍ତି। ସେହିସବୁ ଆଜ୍ଞା ସଦାପ୍ରଭୁ ଦେବା ଦିନଠାରୁ ପୁରୁଷାନୁକ୍ରମେ ଚିରକାଳ ପାଳନ କରିବା ଉଚିତ୍।


ଇସ୍ରାଏଲର ସମସ୍ତ ଲୋକ ଓ ବିଦେଶୀ ମୂଳ ବାସୀନ୍ଦା କ୍ଷମା ପାଇବେ। କାରଣ ସେହି ସମସ୍ତ ଲୋକମାନେ ଭୁଲ୍ କରିଥିଲେ।


ତା'ପରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଦୁଇଟି ଏକ ବର୍ଷୀୟ ମେଷବତ୍ସ ଉତ୍ସର୍ଗ କରିବ।


Swiv nou:

Piblisite


Piblisite