Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:26 - ପବିତ୍ର ବାଇବଲ

26 ଇସ୍ରାଏଲର ସମସ୍ତ ଲୋକ ଓ ବିଦେଶୀ ମୂଳ ବାସୀନ୍ଦା କ୍ଷମା ପାଇବେ। କାରଣ ସେହି ସମସ୍ତ ଲୋକମାନେ ଭୁଲ୍ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତହିଁରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ଵନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା।

Gade chapit la Kopi

ଓଡିଆ ବାଇବେଲ

26 ତହିଁରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହିଁରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା।

Gade chapit la Kopi




ଗଣନା ପୁସ୍ତକ 15:26
2 Referans Kwoze  

ଯଦି ତାହା ମଣ୍ତଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ ତେବେ ସମସ୍ତ ମଣ୍ତଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟନୈବେଦ୍ୟ ଏବଂ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଅର୍ପଣ କରିବା ଉଚିତ୍।


“ଇସ୍ରାଏଲ ଲୋକମାନଙ୍କୁ କୁହ, ଯଦି କେହି ଅଜଣାତରେ ଗୋଟିଏ ପାପ କରେ ଏବଂ ତାହା କରେ, ଯାହା ସଦାପ୍ରଭୁଙ୍କ ଆଜ୍ଞାରେ ମନା କରାଯାଇଅଛି।


Swiv nou:

Piblisite


Piblisite