Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:28 - ପବିତ୍ର ବାଇବଲ

28 ଯେଉଁ ଲୋକ ଅନିଛାରେ ଅପରାଧ କରେ, ଯାଜକ ତାହା ପାଇଁ ପ୍ରାୟଶ୍ଚିତ କରିବ, ତହିଁରେ ତାକୁ କ୍ଷମା କରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ପୁଣି ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମା ପ୍ରାପ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

28 ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମା ପ୍ରାପ୍ତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Gade chapit la Kopi




ଗଣନା ପୁସ୍ତକ 15:28
5 Referans Kwoze  

ସେ ଉତ୍ସର୍ଗ କରାଯାଇଥିବା ପଶୁଠାରୁ ସମସ୍ତ ମେଦ କାଢ଼ି ନେବ। ଯେପରି ସେ ସହଭାଗିତାର ନୈବେଦ୍ୟକୁ କରିଥିଲା ଏବଂ ସଦାପ୍ରଭୁଙ୍କୁ ଉପହାର ଦେବାକୁ ଯାଜକ ଏହାକୁ ଯଜ୍ଞବେଦିରେ ଦ‌‌‌‌ଗ୍‌‌‌‌ଧ କରିବ। ଏହି ପ୍ରକାରେ ଯାଜକ ନିଜ ପାପ ପାଇଁ ତା'ର ତରଫରୁ ପ୍ରାୟଶ୍ଚିତ କରିବ ଏବଂ ତାକୁ କ୍ଷମା ଦିଆଯିବ।


“ଇସ୍ରାଏଲ ଲୋକମାନଙ୍କୁ କୁହ, ଯଦି କେହି ଅଜଣାତରେ ଗୋଟିଏ ପାପ କରେ ଏବଂ ତାହା କରେ, ଯାହା ସଦାପ୍ରଭୁଙ୍କ ଆଜ୍ଞାରେ ମନା କରାଯାଇଅଛି।


ପୁଣି ସେହି ପାପାର୍ଥକ ନୈବେଦ୍ୟର ଗୋବତ୍ସକୁ ଯେପରି କଲ, ଏହାକୁ ସେହିପରି କରିବ। ଏହିପରି ଯାଜକ ସେମାନଙ୍କ ପାଇଁ ପ୍ରାୟଶ୍ଚିତ କରିବ। ତା'ହେଲେ ଇସ୍ରାଏଲ ଲୋକ କ୍ଷମାପ୍ରାପ୍ତ ହେବେ।


ଆଉ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୋଧନୀୟ ଲୋକର ମସ୍ତକରେ ଲଗାଇବ। ପୁଣି ସେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହାପାଇଁ ପ୍ରାୟଶ୍ଚିତ କରିବ।


ଇସ୍ରାଏଲର ସମସ୍ତ ଲୋକଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବାସ କରୁଥିବା ବିଦେଶୀ ମୂଳ ବାସୀନ୍ଦା ନିମନ୍ତେ ଅନିଛାରେ କରାଯାଇଥିବା ପାପର ପ୍ରାୟଶ୍ଚିତ ନିମନ୍ତେ ଏକା ବ୍ୟବସ୍ଥା ହେବ।


Swiv nou:

Piblisite


Piblisite