Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:34 - ପବିତ୍ର ବାଇବଲ

34 ଆଉ ସେମାନେ ତାହାକୁ ସେଠାରେ ରଖିଲେ। କାରଣ ତା’ ପ୍ରତି କି ପ୍ରକାର ଶାସ୍ତି ବିଧାନ ହେବ ସେମାନେ ଜାଣି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

34 ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା।

Gade chapit la Kopi




ଗଣନା ପୁସ୍ତକ 15:34
5 Referans Kwoze  

ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ପର୍ଯ୍ୟନ୍ତ ତାକୁ ବନ୍ଦୀ କରି ରଖିଲେ।


ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରୁହ, ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ମୁଁ ପଗ୍ଭରେ।”


ପୁଣି ଯେଉଁମାନେ ତାକୁ କାଠ ସଂଗ୍ରହ କରୁଥିବାର ଦେଖିଲେ ସେମାନେ ମୋଶା ଓ ହାରୋଣ ନିକଟକୁ ତାକୁ ଆଣିଲେ ଓ ସମସ୍ତ ମଣ୍ତଳୀ ତା'ର ଗ୍ଭରିପଟେ ଏକତ୍ରିତ ହେଲେ।


ମୋଶା ଲୋକମାନଙ୍କର ବିଗ୍ଭର କରୁଥିବାର ଯିଥ୍ରୋ ଦେଖିଲେ। ସେ ପଗ୍ଭରିଲେ, “ତୁମ୍ଭେ ଏପରି କାହିଁକି କରୁଛ? ତୁମ୍ଭେ ଏକୁଟିଆ କାହିଁକି ବିଗ୍ଭର କରୁଛ? ଏବଂ କାହିଁକି ତୁମ୍ଭ ନିକଟରେ ଲୋକମାନେ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ଠିଆ ହେବେ?”


ଏହା ପରେ ମୋଶା ତାଙ୍କ ଶ୍ୱଶୁରଙ୍କୁ କହିଲେ, “ସେମାନେ ପରମେଶ୍ୱରଙ୍କର ବିଗ୍ଭର ବୁଝିବା ପାଇଁ ମୋ’ ନିକଟକୁ ଆସନ୍ତି।


Swiv nou:

Piblisite


Piblisite