Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:38 - ପବିତ୍ର ବାଇବଲ

38 “ଇସ୍ରାଏଲ ଲୋକମାନଙ୍କୁ କୁହ, ଏହି ଆଜ୍ଞା ଜଣାଇ ଦିଅ, ସେମାନେ ନିଜ ନିଜ ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ। ପୁରୁଷାନୁକ୍ରମେ ତାକୁ ଚିରକାଳ ପରିଧାନ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ଇସ୍ରାଏଲ-ସନ୍ତାନଗଣକୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;

Gade chapit la Kopi

ଓଡିଆ ବାଇବେଲ

38 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;

Gade chapit la Kopi




ଗଣନା ପୁସ୍ତକ 15:38
5 Referans Kwoze  

“କେବଳ ଅନ୍ୟ ଲୋକଙ୍କୁ ଦେଖେଇ ହେବା ପାଇଁ ଯାହାକିଛି ଭଲ କାମ, ତାହା ସେମାନେ କରନ୍ତି। ନିଜକୁ ଧାର୍ମିକ ଦେଖେଇ ହେବା ପାଇଁ ପ୍ରକୃତରେ ସେମାନେ ବଡ଼ବଡ଼ କବଚ ପିନ୍ଧିଥା’ନ୍ତି ଓ ନିଜର ସ୍ୱତନ୍ତ୍ର ପ୍ରାର୍ଥନା ପୋଷାକକୁ ବହୁତ ଲମ୍ବା କରିଥା’ନ୍ତି।


“ତୁମ୍ଭେ ଆପଣା ଶରୀରରେ ଉତ୍ତରୀୟ ବସ୍ତ୍ର ଗ୍ଭରି ଅଞ୍ଚଳରେ ଝୁମ୍ପା ବନାଇବ।


ସେହି ସ୍ତ୍ରୀ ଲୋକ ଯୀଶୁଙ୍କ ପଛପଟୁ ଆସି ତାହାଙ୍କ ଜାମାର ତଳକୁ ଛୁଇଁଦେଲା। ତ‌ତ୍‌କ୍ଷଣାତ୍ ତା'ର ରକ୍ତସ୍ରାବ ବନ୍ଦ ହୋଇଗଲା।


ସେଠାରେ ଜଣେ ସ୍ତ୍ରୀଲୋକ ଥିଲା, ତା'ର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁଦେଲା।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite