ଗଣନା ପୁସ୍ତକ 15:4 - ପବିତ୍ର ବାଇବଲ4 “ଯେଉଁ ଲୋକ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରୁଛି, ଏକ ଐଫାର ଦଶମାଂଶ ସରୁ ମଇଦା ଏକ ହିନର ଚତୁର୍ଥାଂଶ ତୈଳ ସହିତ ମିଶ୍ରିତ କରି ଆଣିବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ, Gade chapit laଓଡିଆ ବାଇବେଲ4 ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ, Gade chapit la |
ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।