Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:17 - ପବିତ୍ର ବାଇବଲ

17 ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ନିଜ ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଦିଅ। ପୁଣି ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣ। ପ୍ରତ୍ୟେକ 250 ପୁରୁଷ ଏହା କରିବା ଉଚିତ୍। ତୁମ୍ଭେ ଏବଂ ହାରୋଣ ପ୍ରତ୍ୟେକ ଗୋଟିଏ ଗୋଟିଏ ଅଙ୍ଗାରଧାନୀ ଆଣିବା ଉଚିତ୍।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ।

Gade chapit la Kopi

ଓଡିଆ ବାଇବେଲ

17 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି, ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି, ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ।”

Gade chapit la Kopi




ଗଣନା ପୁସ୍ତକ 16:17
5 Referans Kwoze  

ଆହୁରି ମଧ୍ୟ ଶୁଣ ମୁଁ ତୁମ୍ଭକୁ ସଦାପ୍ରଭୁଙ୍କ ତୁମ୍ଭମାନଙ୍କ ପ୍ରତି ଅଲୌକିକତା ଓ ତୁମ୍ଭ ପୂର୍ବପୁରୁଷଙ୍କ କଥା କହିବି।


“ଭସ୍ମ ରଖିବା ପାଇଁ ପାତ୍ର କର, କୋଦାଳ, ଗରା, କଣ୍ଟାଗ୍ଭମୁଚ ଏବଂ କରେଇ କଂସାରୁ ତିଆରି କର। ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।


ତା'ପରେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା ହୁଅ। ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସେଠାରେ କାଲି ରହିବା ଉଚିତ୍।


ତେଣୁ ସେମାନେ ପ୍ରତ୍ୟେକ ନିଜ ନିଜ ବିଶେଷ ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ। ପୁଣି ତାହା ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ନିକଟରେ ଠିଆ ହେଲେ।


ପୁଣି ସେ ସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କ ମଧ୍ୟସ୍ଥାନରେ ଶାଫନର ପୁତ୍ର ଯାସନିୟ ଠିଆ ହୋଇଅଛି। ପ୍ରତ୍ୟେକ ଲୋକ ନିଜ ନିଜ ଧୂପଦାନୀ ହସ୍ତରେ ଧରିଛନ୍ତି। ଆଉ ଧୂପରୂପ ଧୂମର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି।


Swiv nou:

Piblisite


Piblisite