ଗଣନା ପୁସ୍ତକ 16:18 - ପବିତ୍ର ବାଇବଲ18 ତେଣୁ ସେମାନେ ପ୍ରତ୍ୟେକ ନିଜ ନିଜ ବିଶେଷ ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ। ପୁଣି ତାହା ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ନିକଟରେ ଠିଆ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ଵୁ ଦ୍ଵାର ନିକଟରେ ଠିଆ ହେଲେ। Gade chapit laଓଡିଆ ବାଇବେଲ18 ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ। Gade chapit la |
“ଯାଜକ ହାରୋଣର ପୁତ୍ର ଇଲୀୟାସରକୁ କୁହ, ସେ ଅଗ୍ନି ମଧ୍ୟରୁ ସେହି ସମସ୍ତ ବିଶେଷ ଅଙ୍ଗାରଧାନୀ ବାହାର କରିଦେଉ। ସେ ପାଉଁଶକୁ ସେଠାରେ ବିଞ୍ଚିଦେଉ। ସେମାନେ ମୋ’ ବିରୁଦ୍ଧରେ ପାପ କରିଥିଲେ, ତେଣୁ ସେମାନଙ୍କର ଜୀବନ ଗଲା। ମାତ୍ର ସେହି ବିଶେଷ ଅଙ୍ଗାରଧାନୀ ଗୁଡ଼ିକ ପବିତ୍ର, କାରଣ ସେଗୁଡ଼ିକ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାଯାଇଥିଲା। ଏଣୁ ସେସବୁକୁ ପିଟାପାତ୍ର କରାଯାଉ ଓ ତାହା ଯଜ୍ଞବେଦିର ଆଚ୍ଛାଦକ ନିମନ୍ତେ ବ୍ୟବହୃତ ହେଉ। ଏହିସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ।”