ଗଣନା ପୁସ୍ତକ 16:22 - ପବିତ୍ର ବାଇବଲ22 ତହୁଁ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ତୁମ୍ଭେ ଜାଣ ସମସ୍ତ ଲୋକମାନେ କ’ଣ ଚିନ୍ତା କରୁଛନ୍ତି, ଯଦି ମଣ୍ତଳୀର କେହି ପାପ କରେ, ସମସ୍ତ ମଣ୍ତଳୀକୁ ଉତ୍ପିଡ଼ୀନ କରିବା ଉଚିତ୍ କି?” Gade chapit laପବିତ୍ର ବାଇବଲ (Re-edited) - (BSI)22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, ହେ ପରମେଶ୍ଵର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ଵର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ତଳୀ ଉପରେ କୋପାନ୍ଵିତ ହେବ? Gade chapit laଓଡିଆ ବାଇବେଲ22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?” Gade chapit la |
ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ତୁମ୍ଭମାନଙ୍କ ବସ୍ତ୍ର ଚିର ନାହିଁ କି କେଶ ମୁକୁଳା କର ନାହିଁ, ତୁମ୍ଭେମାନେ ତୁମ୍ଭମାନଙ୍କର ଦୁଃଖ ପ୍ରକାଶ କର ନାହିଁ। ତୁମ୍ଭେ ମୁଁ ଆଦେଶ ଦେବାଭଳି କାର୍ଯ୍ୟ କର ଓ ତୁମ୍ଭେମାନେ ମୃତ୍ୟୁବରଣ କରିବ ନାହିଁ ଏବଂ ପରମେଶ୍ୱର ସମଗ୍ର ମଣ୍ଡଳୀ ଉପରେ ରାଗିବେ ନାହିଁ। ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ସେଥିପାଇଁ ତୁମ୍ଭ ଭାତୃବର୍ଗଙ୍କ ପାଇଁ ସମସ୍ତ ଇସ୍ରାଏଲ ବଂଶ ରୋଦନ କରନ୍ତୁ।