Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:27 - ପବିତ୍ର ବାଇବଲ

27 ଏଥିରେ ଲୋକମାନେ କୋରହ, ଦାଥନ ଓ ଅବୀରାମର ପବିତ୍ର ତମ୍ବୁଠାରୁ ଗ୍ଭଲିଗଲେ। ଦାଥନ ଓ ଅବୀରାମ ବାହାରକୁ ଆସି ନିଜ ନିଜ ସ୍ତ୍ରୀ, ପୁତ୍ର ଓ ପିଲାମାନଙ୍କ ସହିତ ନିଜ ନିଜ ତମ୍ବୁର ଫାଟକରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏଥିରେ ସେମାନେ କୋରହର ଓ ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ; ପୁଣି ଦାଥନ ଓ ଅବୀରାମ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ଵୁଦ୍ଵାରରେ ଠିଆ ହୋଇ ରହିଲେ।

Gade chapit la Kopi

ଓଡିଆ ବାଇବେଲ

27 ଏଥିରେ ସେମାନେ କୋରହର, ଦାଥନର ଓ ଅବୀରାମ୍‍ର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ ପୁଣି, ଦାଥନ ଓ ଅବୀରାମ୍ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ବୁଦ୍ୱାରରେ ଠିଆ ହୋଇ ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଥିରେ ସେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ ପୁଣି, ଦାଥନ ଓ ଅବୀରାମ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହୋଇ ରହିଲେ।

Gade chapit la Kopi




ଗଣନା ପୁସ୍ତକ 16:27
9 Referans Kwoze  

ହେ ଯିରୁଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ଗର୍ବିତ ମନୁଷ୍ୟର ମନ ବିନାଶ ସମ୍ମୁଖରେ ଥାଏ। ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।


ଅହଙ୍କାର ସର୍ବନାଶର ସମ୍ମୁଖରେ ଆସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖରେ ଆସେ।


ପରମେଶ୍ୱର ଅତି ବିଜ୍ଞ ଓ ଶକ୍ତିଶାଳୀ ଅଟନ୍ତି। କେହି ତାଙ୍କ ବିରୁଦ୍ଧରେ ଛିଡ଼ା ହୋଇ କେବେ ଅକ୍ଷତ ରହିପାରିବ ନାହିଁ।


ଲେବୀର ଏକ ବଂଶଧର କୋରହ, କୋରହ ଯି‌ଷ୍‌ହରର ପୁତ୍ର, ତା'ର ପିତା କହାତ ଏବଂ ରୁବେ‌ନ୍‌ର ତିନି ଜଣ ମଧ୍ୟରୁ ଦାଥନ ଓ ଅବୀରାମ, ଇଲିୟାବର ଦୁଇ ପୁତ୍ର ପେଲତର ପୁତ୍ର ଓନ୍।


କିନ୍ତୁ କୋରହର ଅନ୍ୟ ପରିବାର ଅନ୍ୟ ଲୋକମାନେ ହତ ହେଲେ ନାହିଁ।


ମୋଶା ବାହାର ହୋଇ ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକେ ଉଠି ନିଜ ନିଜ ତମ୍ବୁ ବାହାରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ସମାଗମ-ତମ୍ବୁରେ ପ୍ରବେଶ ନ କଲେ, ସେପର୍ଯ୍ୟନ୍ତ ସେମାନେ ତାଙ୍କ ପଥକୁ ଅନାଇ ରହିଲେ।


Swiv nou:

Piblisite


Piblisite