ଗଣନା ପୁସ୍ତକ 16:46 - ପବିତ୍ର ବାଇବଲ46 ତା'ପରେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ପିତ୍ତଳର ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ। ଏଥିରେ ଧୂପ ଦେଇ ଶୀଘ୍ର ମଣ୍ତଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ କର। କାରଣ ସଦାପ୍ରଭୁ ଅତି କ୍ରୋଧିତ ହୋଇଛନ୍ତି, ମହାମାରୀ ବ୍ୟାପି ଗଲାଣି।” Gade chapit laପବିତ୍ର ବାଇବଲ (Re-edited) - (BSI)46 ତହୁଁ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ତଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି। Gade chapit laଓଡିଆ ବାଇବେଲ46 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।” Gade chapit la |
ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ତୁମ୍ଭମାନଙ୍କ ବସ୍ତ୍ର ଚିର ନାହିଁ କି କେଶ ମୁକୁଳା କର ନାହିଁ, ତୁମ୍ଭେମାନେ ତୁମ୍ଭମାନଙ୍କର ଦୁଃଖ ପ୍ରକାଶ କର ନାହିଁ। ତୁମ୍ଭେ ମୁଁ ଆଦେଶ ଦେବାଭଳି କାର୍ଯ୍ୟ କର ଓ ତୁମ୍ଭେମାନେ ମୃତ୍ୟୁବରଣ କରିବ ନାହିଁ ଏବଂ ପରମେଶ୍ୱର ସମଗ୍ର ମଣ୍ଡଳୀ ଉପରେ ରାଗିବେ ନାହିଁ। ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ସେଥିପାଇଁ ତୁମ୍ଭ ଭାତୃବର୍ଗଙ୍କ ପାଇଁ ସମସ୍ତ ଇସ୍ରାଏଲ ବଂଶ ରୋଦନ କରନ୍ତୁ।