Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:47 - ପବିତ୍ର ବାଇବଲ

47 ତେଣୁ ହାରୋଣ ମୋଶାଙ୍କ କହିବା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ିଗଲେ। ସେତେବେଳକୁ ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା। ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ପାଇଁ ପ୍ରାୟଶ୍ଚିତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେତେବେଳେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।

Gade chapit la Kopi




ଗଣନା ପୁସ୍ତକ 16:47
9 Referans Kwoze  

ମନ୍ଦ ଦ୍ୱାରା ହାରି ଯାଅ ନାହିଁ। ତୁମ୍ଭେ ଭଲ କାମ କରି ମନ୍ଦକୁ ହରାଇବାକୁ ଚେଷ୍ଟା କର।


କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର।


ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧ ପ୍ରକାଶ କଲେ। ତେଣୁ ସେ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରଦର୍ଶନ କଲେ।


ତା'ପରେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ପିତ୍ତଳର ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ। ଏଥିରେ ଧୂପ ଦେଇ ଶୀଘ୍ର ମଣ୍ତଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ କର। କାରଣ ସଦାପ୍ରଭୁ ଅତି କ୍ରୋଧିତ ହୋଇଛନ୍ତି, ମହାମାରୀ ବ୍ୟାପି ଗଲାଣି।”


ହାରୋଣ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ। ତା'ପରେ ମହାମାରୀ ନିବୃତ୍ତ ହେଲା।


ତହୁଁ ତା’ ପ୍ରତି ଓ ତା ଅନ୍ତେ ତାହାର ସନ୍ତାନଗଣ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ରହିବ। କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ କ୍ରୋଧଭାବ ପ୍ରକାଶ କଲା ଓ ଇସ୍ରାଏଲ ସନ୍ତାନଗଣ ନିମନ୍ତେ ପ୍ରାୟଶ୍ଚିତ କଲା।”


Swiv nou:

Piblisite


Piblisite