Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:6 - ପବିତ୍ର ବାଇବଲ

6 ହେ କୋରହ, ତୁମ୍ଭେ ଓ ତୁମ୍ଭର ଅନୁଗାମୀମାନେ ଏହା କରିବା ଉଚିତ୍। ବିଶେଷ ଅଙ୍ଗାରଧାନୀ ନିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତେବେ ଏହା କର; ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;

Gade chapit la Kopi

ଓଡିଆ ବାଇବେଲ

6 ତେବେ ଏହା କର, ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତେବେ ଏହା କର, ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;

Gade chapit la Kopi




ଗଣନା ପୁସ୍ତକ 16:6
7 Referans Kwoze  

ଏହା ପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରତ୍ୟେକ ନିଜ ନିଜ ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ।


ତା'ପରେ ମୋଶା କୋରହକୁ ଓ ତାଙ୍କର ସମସ୍ତ ଅନୁଗାମୀମାନଙ୍କୁ କହିଲେ, “ସଦାପ୍ରଭୁ କାଲି ଦେଖାଇବେ, କିଏ ପ୍ରକୃତରେ ତାଙ୍କ ଲୋକ ଓ କିଏ ପ୍ରକୃତରେ ପବିତ୍ର। ଆଉ ସେ ତାକୁ ନିଜ ପାଖକୁ ଆଣିବେ, ଯାହାକୁ ସେ ପସନ୍ଦ କରନ୍ତି।


କାଲି ତହିଁରେ ଅଗ୍ନି ଦିଅ। ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ। ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ ସେ ହିଁ ପବିତ୍ର ହେବ। ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ବହୁ ଦୂରକୁ ଗ୍ଭଲି ଯାଇଛ, ତୁମ୍ଭେମାନେ ଭ୍ରାନ୍ତିପୂର୍ଣ୍ଣ।”


Swiv nou:

Piblisite


Piblisite