Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:8 - ପବିତ୍ର ବାଇବଲ

8 ଆଉ ମୋଶା କୋରହକୁ କହିଲେ, “ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ମୋଶା କୋରହକୁ କହିଲେ, ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ।

Gade chapit la Kopi

ଓଡିଆ ବାଇବେଲ

8 ଆଉ ମୋଶା କୋରହକୁ କହିଲେ, “ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ମୋଶା କୋରହକୁ କହିଲେ, “ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ।

Gade chapit la Kopi




ଗଣନା ପୁସ୍ତକ 16:8
3 Referans Kwoze  

କାଲି ତହିଁରେ ଅଗ୍ନି ଦିଅ। ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ। ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ ସେ ହିଁ ପବିତ୍ର ହେବ। ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ବହୁ ଦୂରକୁ ଗ୍ଭଲି ଯାଇଛ, ତୁମ୍ଭେମାନେ ଭ୍ରାନ୍ତିପୂର୍ଣ୍ଣ।”


ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କୁ ଇସ୍ରାଏଲ ମଣ୍ତଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିମନ୍ତେ ନିୟୋଜିତ କରିଛନ୍ତି ଓ ତୁମ୍ଭମାନଙ୍କ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ପାଇଁ ଆପଣା ନିକଟବର୍ତ୍ତୀ କରିଛନ୍ତି। ଏହା ତୁମ୍ଭମାନଙ୍କ ପାଇଁ ଯଥେଷ୍ଟ ନୁହଁ କି?


ଏହା ପରେ ମୀଖା ଦ୍ୱାରା ଯାଜକ ଭାବରେ ନିଯୁକ୍ତ ହୋଇ ସେହି ଯୁବା ଲୋକ ମୀଖାର ଗୃହରେ ରହିଲା।


Swiv nou:

Piblisite


Piblisite