ଗଣନା ପୁସ୍ତକ 16:9 - ପବିତ୍ର ବାଇବଲ9 ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କୁ ଇସ୍ରାଏଲ ମଣ୍ତଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିମନ୍ତେ ନିୟୋଜିତ କରିଛନ୍ତି ଓ ତୁମ୍ଭମାନଙ୍କ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ପାଇଁ ଆପଣା ନିକଟବର୍ତ୍ତୀ କରିଛନ୍ତି। ଏହା ତୁମ୍ଭମାନଙ୍କ ପାଇଁ ଯଥେଷ୍ଟ ନୁହଁ କି? Gade chapit laପବିତ୍ର ବାଇବଲ (Re-edited) - (BSI)9 ଇସ୍ରାଏଲଙ୍କର ପରମେଶ୍ଵର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ତଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି, Gade chapit laଓଡିଆ ବାଇବେଲ9 ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, Gade chapit la |
ଇସ୍ରାଏଲର ଲୋକମାନଙ୍କୁ ଶିକ୍ଷା ଦେଉଥିବା ଓ ସଦାପ୍ରଭୁଙ୍କ ସେବାକାର୍ଯ୍ୟ ନିମନ୍ତେ ପବିତ୍ରୀକୃତ ହୋଇଥିବା ଲୋକମାନଙ୍କ ସହିତ ମଧ୍ୟ ଯୋଶିୟ କଥା ହେଲେ। ସେ ସେହି ଲେବୀୟମାନଙ୍କୁ କହିଲେ: “ଶଲୋମନ ଯେଉଁ ମନ୍ଦିର ନିର୍ମାଣ କରିଛନ୍ତି, ତା’ ମଧ୍ୟରେ ପବିତ୍ର ସିନ୍ଦୁକକୁ ରଖ। ଶଲୋମନ ଦାଉଦଙ୍କ ପୁତ୍ର ଥିଲେ। ଦାଉଦ ଇସ୍ରାଏଲର ରାଜା ଥିଲେ। ପୁନର୍ବାର ତୁମ୍ଭମାନଙ୍କ କାନ୍ଧରେ ବୋହି ପବିତ୍ର ସିନ୍ଦୁକକୁ ସ୍ଥାନକୁ ସ୍ଥାନ ନିଅ ନାହିଁ। ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ଲୋକ, ଇସ୍ରାଏଲର ଲୋକମାନଙ୍କର ସେବା କର।