ଗଣନା ପୁସ୍ତକ 17:11 - ପବିତ୍ର ବାଇବଲ11 ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କାର୍ଯ୍ୟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ। Gade chapit laଓଡିଆ ବାଇବେଲ11 ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ। Gade chapit la |
ତୁମ୍ଭମାନଙ୍କ ନିକଟକୁ ହତ୍ୟା, ଆଇନ୍ ଅମାନ୍ୟ, ଶାସନ ଓ ଅନ୍ୟ ଆଇନ୍ ସମ୍ପର୍କିତ ମାମଲାମାନ ଆସିବ, ଏହିସବୁ ମାମଲା ଏହି ନଗରରେ ବାସ କରୁଥିବା ତୁମ୍ଭମାନଙ୍କର ଭ୍ରାତାମାନଙ୍କର ମଧ୍ୟରୁ ହିଁ ଆସିବ। ଏହିସବୁ ମାମଲାରେ ତୁମ୍ଭେମାନେ ଲୋକମାନଙ୍କୁ “ସଦାପ୍ରଭୁ”ଙ୍କ ବିରୁଦ୍ଧରେ ପାପ ନ କରିବା ନିମନ୍ତେ ସତର୍କ କରାଇଦେବ। ଯଦି ତୁମ୍ଭେମାନେ ବିଶ୍ୱସ୍ତ ଭାବେ ସେବା କରିବ ନାହିଁ, ତେବେ ତୁମ୍ଭ ବିରୁଦ୍ଧରେ ଓ ତୁମ୍ଭମାନଙ୍କ ଭ୍ରାତାମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ବର୍ତ୍ତିବ। ଏହିପରି କର, ତେବେ ତୁମ୍ଭେମାନେ ଦୋଷୀ ହେବ ନାହିଁ।