Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:14 - ପବିତ୍ର ବାଇବଲ

14 “ଇସ୍ରାଏଲରେ ସଦାପ୍ରଭୁଙ୍କୁ ଉତ୍ସର୍ଗୀକୃତ ସମସ୍ତ ଦ୍ରବ୍ୟ ତୁମ୍ଭର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଇସ୍ରାଏଲ ମଧ୍ୟରେ ବର୍ଜିତ ବସ୍ତୁସବୁ ତୁମ୍ଭର ହେବ।

Gade chapit la Kopi

ଓଡିଆ ବାଇବେଲ

14 ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁ ସବୁ ତୁମ୍ଭର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁସବୁ ତୁମ୍ଭର ହେବ।

Gade chapit la Kopi




ଗଣନା ପୁସ୍ତକ 18:14
4 Referans Kwoze  

“ଯଦି କୌଣସି ବ୍ୟକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶେଷ ଉପହାର ଉତ୍ସର୍ଗ କରେ, ଏହା ବ୍ୟକ୍ତି, ପଶୁ କିମ୍ବା ଖଣ୍ଡେ ଜାଗା ହୋଇପାରେ। ତାହା ସଦାପ୍ରଭୁଙ୍କର ଅଧିକୃତ ବସ୍ତୁ ତାହା ବିକ୍ରୀ ବା ମୁକ୍ତ ହେବ ନାହିଁ। ପ୍ରତ୍ୟେକ ଜିନିଷ ଗୋଟିଏ ମହାନ୍ ଉପହାର ସଦାପ୍ରଭୁଙ୍କ ପାଇଁ ଅତି ପବିତ୍ର ଅଟେ।


ସେମାନେ ଶସ୍ୟ ବଳି, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ। ଇସ୍ରାଏଲ ଲୋକମାନେ ଯାହାସବୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବେ, ସେସବୁ ସେମାନଙ୍କର ହେବ।


ସଦାପ୍ରଭୁ ମୋଶାଙ୍କୁ କହିଲେ,


ମାତ୍ର ସେହି କ୍ଷେତ୍ର ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହେଲେ ତାହା ବିଶେଷ ଉପହାର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ ଓ ତହିଁରେ ଯାଜକର ଅଧିକାର ହେବ।


Swiv nou:

Piblisite


Piblisite