Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:22 - ପବିତ୍ର ବାଇବଲ

22 ମାତ୍ର ଇସ୍ରାଏଲର ଅନ୍ୟମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ। ସେମାନେ ଆସିଲେ ମରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ ଇସ୍ରାଏଲ-ସନ୍ତାନଗଣ ପାପ ବହି ଯେପରି ନ ମରନ୍ତି, ଏଥିପାଇଁ,ଏହି ସମୟଠାରୁ ସେମାନେ ସମାଗମ-ତମ୍ଵୁ ନିକଟକୁ ଆସିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

22 ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।

Gade chapit la Kopi




ଗଣନା ପୁସ୍ତକ 18:22
7 Referans Kwoze  

“ଏଣୁ ସେମାନେ ମୋର ନିୟମ ଯତ୍ନ ସହକାରେ ରକ୍ଷା କରିବା ଉଚିତ୍। ଯଦି ସେମାନେ ତାହା ନ କରନ୍ତି, ତେବେ ସେଥି ସକାଶେ ସେମାନେ ନିଜ ନିଜ ପାପ ବହନ କରିବେ ଓ ତହିଁରେ ମରିବେ, ମୁଁ ସର୍ବଦା ଆଗାମୀ ସବୁସମୟର ସଦାପ୍ରଭୁ। ଏବଂ ଯାଜକମାନଙ୍କୁ ପବିତ୍ର ହେବାକୁ ମୁଁ ବାଛିଛି।


କିନ୍ତୁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଯଜ୍ଞବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ପବିତ୍ର ସ୍ଥାନରେ ଯାଜକତ୍ୱ ପାଳନ କରିବ ଓ ସେବା କରିବ, ଆମ୍ଭେ ଆମ୍ଭର ଦାନଜନିତ ସେବାରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ। ଯଦି କେହି ଅଜଣା ବ୍ୟକ୍ତି ମୋର ପବିତ୍ର ସ୍ଥାନ ନିକଟକୁ ଆସେ, ତାକୁ ହତ୍ୟା କରାଯିବ।”


ମୋଶା, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖରେ ଛାଉଣି ସ୍ଥାପନ କରିବେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ପବିତ୍ର ସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ଯାଏ, ତାକୁ ମୃତ୍ୟୁଦଣ୍ତ ଦିଆଯିବ।


“ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିଯୁକ୍ତ କରିବ। ସେମାନେ ଯାଜକରୂପେ ସେବାକାର୍ଯ୍ୟ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆସେ, ତାକୁ ଆଇନ ସଙ୍ଗତ କାର୍ଯ୍ୟ କରିବ।”


“ଜଣେ ବ୍ୟକ୍ତି ନିଜ କକାର ସ୍ତ୍ରୀ ସହିତ ଯୌନ ସମ୍ପର୍କ ରଖିବ, ଏହା କରିବା ଦ୍ୱାରା ସେ ତାଙ୍କର କକାକୁ ଅସମ୍ମାନ ଦେଖାଇବ। ସେହି ସ୍ତ୍ରୀର ଶାରୀରିକ ସମ୍ପର୍କ, ସେ ଲୋକର କକା ପାଇଁ ଆରକ୍ଷିତା। ଉଭୟେ ପୁତୁରା ଓ ଖୁଢ଼ୀ ଅପରାଧ ପାଇଁ ଦଣ୍ଡିତ ହେବେ ଓ ସେମାନେ ନିଃସନ୍ତାନ ହୋଇ ମରିବେ।


ଏବଂ ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ଯଜ୍ଞବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତାହାହେଲେ ସେମାନେ ଦୋଷୀ ହେବେ ନାହିଁ ଓ ମୃତ୍ୟୁବରଣ କରିବେ ନାହିଁ। ସବୁ ସମୟରେ ସେମାନେ ଯାଜକ ରୂପେ କାର୍ଯ୍ୟ କରନ୍ତୁ ଏହା ହାରୋଣର ଓ ତାହାର ଭବିଷ୍ୟଦ୍ ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।


Swiv nou:

Piblisite


Piblisite