Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:28 - ପବିତ୍ର ବାଇବଲ

28 ଏହିରୂପେ ତୁମ୍ଭେମାନେ ଇସ୍ରାଏଲ ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ। ସଦାପ୍ରଭୁଙ୍କୁ ଦେଉଥିବା ଉପହାର ଯାଜକ ହାରୋଣକୁ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।

Gade chapit la Kopi

ଓଡିଆ ବାଇବେଲ

28 ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।

Gade chapit la Kopi




ଗଣନା ପୁସ୍ତକ 18:28
6 Referans Kwoze  

ଯୀଶୁ ଆଗରୁ ସେଠାକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମ‌ଲ୍‌କୀଷେଦକଙ୍କ ଭଳି ଯୀଶୁ ଅନନ୍ତକାଳୀନ ମହାଯାଜକ ଅଟନ୍ତି।


ଶାଲମର ରାଜା ମ‌ଲ୍‌କୀଷେଦକ ଅବ୍ରାମଙ୍କୁ ସାକ୍ଷାତ କରିବା ପାଇଁ ଗଲେ। ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ। ମ‌ଲ୍‌କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ।


ଠିକ୍ ଶସ୍ୟ ଓ ନୂତନ ଦ୍ରାକ୍ଷାରସ ପରି ଏହା ତୁମ୍ଭର ଉପହାର ହେବ।


ଇସ୍ରାଏଲର ଲୋକମାନେ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେବେ, ତୁମ୍ଭେମାନେ ତହିଁରୁ ସର୍ବୋତ୍ତମ ଓ ପବିତ୍ରତମ ଅଂଶ ମନୋନୀତ କରି ଦଶମାଂଶ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ।


ଏହି ଜିନିଷସବୁ ସଦାପ୍ରଭୁଙ୍କୁ ଉପହାରରୂପେ ଯାଜକ ଇଲିୟାସରକୁ ଦିଅ।


Swiv nou:

Piblisite


Piblisite