Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:29 - ପବିତ୍ର ବାଇବଲ

29 ଇସ୍ରାଏଲର ଲୋକମାନେ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେବେ, ତୁମ୍ଭେମାନେ ତହିଁରୁ ସର୍ବୋତ୍ତମ ଓ ପବିତ୍ରତମ ଅଂଶ ମନୋନୀତ କରି ଦଶମାଂଶ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

29 ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।’

Gade chapit la Kopi




ଗଣନା ପୁସ୍ତକ 18:29
4 Referans Kwoze  

ଏହିରୂପେ ତୁମ୍ଭେମାନେ ଇସ୍ରାଏଲ ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ। ସଦାପ୍ରଭୁଙ୍କୁ ଦେଉଥିବା ଉପହାର ଯାଜକ ହାରୋଣକୁ ଦେବ।


“ମୋଶା ଲେବୀୟମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେ ସର୍ବୋତ୍ତମ ଅଂଶ ଉତ୍ସର୍ଗ କର, ଏହା ଇସ୍ରାଏଲ ଲୋକମାନେ ଉତ୍ସର୍ଗ କରୁଥିବା ଶସ୍ୟ ଓ ଦ୍ରାକ୍ଷାରସ ତୁଲ୍ୟ ଗ୍ରହଣ କରାଯିବା ଉଚିତ୍।


ତାଙ୍କୁ କୁହ, ତୁମ୍ଭର ପିତା ଏବଂ ତାଙ୍କର ପରିବାର ଧରି ଏଠାକୁ ଆସନ୍ତୁ। ମୁଁ ସେମାନଙ୍କୁ ମିଶରର ସବୁଠାରୁ ଉତ୍ତମ ଭୂମି ଦେବି ଏବଂ ସେମାନେ ଏଠାରେ ଥିବା ପର୍ଯ୍ୟନ୍ତ ଆମ୍ଭର ଖାଦ୍ୟ ଖାଇବେ।”


ଇସ୍ରାଏଲୀୟମାନେ ସର୍ବଦା ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ଏହିସବୁ ଅଂଶ ଦେବେ। ଯେତେବେଳେ ଇସ୍ରାଏଲର ଲୋକମାନେ ସେହିସବୁ ନୈବେଦ୍ୟ ଦେବେ ସେହି ସମୟରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ଏହିସବୁ ଅଂଶ ପାଇବେ। ସେମାନେ ଯାଜକକୁ ଯେତେବେଳେ ଏହିସବୁ ଅଂଶ ଦେବେ, ଏହା ଯାଜକମାନଙ୍କ ଦ୍ୱାରା ଗ୍ରହଣ କରାଯିବ।


Swiv nou:

Piblisite


Piblisite