ଗଣନା ପୁସ୍ତକ 18:30 - ପବିତ୍ର ବାଇବଲ30 “ମୋଶା ଲେବୀୟମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେ ସର୍ବୋତ୍ତମ ଅଂଶ ଉତ୍ସର୍ଗ କର, ଏହା ଇସ୍ରାଏଲ ଲୋକମାନେ ଉତ୍ସର୍ଗ କରୁଥିବା ଶସ୍ୟ ଓ ଦ୍ରାକ୍ଷାରସ ତୁଲ୍ୟ ଗ୍ରହଣ କରାଯିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେତେବେଳେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେତେବେଳେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ। Gade chapit laଓଡିଆ ବାଇବେଲ30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ। Gade chapit la |
ତୁମ୍ଭେମାନେ ଯଜ୍ଞବେଦି ନିମନ୍ତେ ଅନ୍ଧ ପଶୁ ବଳିଦାନ କରୁଛ, ଏହା କ’ଣ ଭୁଲ୍ ନୁହେଁ? ତୁମ୍ଭେମାନେ ଯେଉଁ ଛୋଟା ଓ ରୋଗୀ ପଶୁଗୁଡ଼ିକୁ ଉତ୍ସର୍ଗ କରୁଛ ତାହା ମଧ୍ୟ ଭୁଲ୍ ନୁହେଁ କି? ତୁମ୍ଭେମାନେ ଯଦି ସେହି ଭେଟି ତୁମ୍ଭମାନଙ୍କର ଶାସକକୁ ଦିଅ, ସେ କ’ଣ ସନ୍ତୁଷ୍ଟ ହେବେ? ନା, ସେ କେବେହେଲେ ସେ ଭେଟି ଗ୍ରହଣ କରିବେ ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।