Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 19:12 - ପବିତ୍ର ବାଇବଲ

12 ସେ ତୃତୀୟ ଦିନରେ ଓ ସପ୍ତମ ଦିନରେ ନିଜକୁ ଶୁଚି କରିବ। ଯଦି ସେ ତୃତୀୟ ଦିନରେ ନିଜକୁ ଶୁଚି ନ କରେ ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେ ତୃତୀୟ ଦିନରେ ତଦ୍ଦ୍ଵାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯେବେ ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।

Gade chapit la Kopi




ଗଣନା ପୁସ୍ତକ 19:12
12 Referans Kwoze  

ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ମନୁଷ୍ୟ ହତ୍ୟା କରିଅଛନ୍ତି କିମ୍ବା ମୃତ ଶରୀରକୁ ସ୍ପର୍ଶ କରିଅଛନ୍ତି, ସେମାନେ ସାତ ଦିନ ଛାଉଣି ବାହାରେ ରହିବେ। ସେମାନେ ଓ ତୁମ୍ଭର ବନ୍ଦୀମାନେ ତୃତୀୟ ଦିନରେ ଓ ସପ୍ତମ ଦିନରେ ନିଜକୁ ଶୁଚି କରିବା ଉଚିତ୍।


ମୁଁ ଉତ୍ତର ଦେଲି, “ମୋ’ ପ୍ରଭୁ! ଆପଣ ତାହା ଜାଣନ୍ତି, ସେମାନେ କିଏ। ପ୍ରାଚୀନ ଜଣକ କହିଲେ, “ଏହି ଲୋକମାନେ ଭୟଙ୍କର ତାଡ଼ନା ଭିତରୁ ଆସିଛନ୍ତି। ସେମାନେ ମେଷଶାବକଙ୍କ ରକ୍ତରେ ଆପଣା ଆପଣାର ପୋଷାକ ପରିଷ୍କାର ଓ ଧଳା କରିଅଛନ୍ତି।


ଏହା ଦ୍ୱାରା ପରମେଶ୍ୱର ଆମ୍ଭମାନଙ୍କର ଓ ସେମାନଙ୍କ ମଧ୍ୟରେ କୌଣସି ତଫାତ୍ ରଖିଲେ ନାହିଁ। ସେ ସେମାନଙ୍କର ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟକୁ ପବିତ୍ର କରିଲେ।


ଦୁଇ ଦିନ ପରେ ସେ ଆମ୍ଭମାନଙ୍କୁ ପୁନର୍ଜୀବନ ଦେବେ। ତିନି ଦିନ ପରେ ସେ ଆମ୍ଭକୁ ଛିଡ଼ା କରାଇବେ। ତା'ପରେ ଆମ୍ଭେ ତାଙ୍କ ନିକଟରେ ବଞ୍ଚି ଉଠିବା।


ମୁଁ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭେମାନେ ପବିତ୍ର ହେବ। ଆଉ ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।”


ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର। ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।


ମାତ୍ର ଯେବେ କୌଣସି ବଳି ମାଂସ ପୁଣି ରହିଯାଏ, ତେବେ ତାହା ତୃତୀୟ ଦିନରେ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରିବ।


ଏହା ପରେ ମୋଶା ଲୋକମାନଙ୍କୁ କହିଲେ, “ତୃତୀୟ ଦିନରେ ପ୍ରସ୍ତୁତ ହୁଅ। ତୁମ୍ଭେମାନେ ସ୍ତ୍ରୀ ଲୋକଙ୍କ ସଂସ୍ପର୍ଶରେ ଆସିବ ନାହିଁ।”


ଏବଂ ତୃତୀୟ ଦିନ ପାଇଁ ପ୍ରସ୍ତୁତ ହୋଇ ରହିବେ କାରଣ ଏହି ଦିନ ଆମ୍ଭେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବୁ। ଏବଂ ସମସ୍ତ ଲୋକେ ମୋତେ ଦେଖି ପାରିବେ।


ପୁଣି ଯାଜକ ସେହି କୁଷ୍ଠରୋଗୀ ଉପରେ ସାତଥର ରକ୍ତ ଛିଞ୍ଚିବ ଓ ଶୁଚି ହେଲା ବୋଲି ପ୍ରକାଶ କରିବ। ଆଉ ଅନ୍ୟ ଜୀଅନ୍ତା ପକ୍ଷୀଟିକୁ ନେଇ କ୍ଷେତ୍ରଆଡ଼େ ଛାଡ଼ିଦେବ।


Swiv nou:

Piblisite


Piblisite