Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 19:15 - ପବିତ୍ର ବାଇବଲ

15 ଢାଙ୍କୁଣି ନ ଥିବା ପ୍ରତ୍ୟେକ ମେଲାପାତ୍ର ଅଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣି ବନ୍ଧା ନ ଥାଏ, ତାହା ଅଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

15 ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣି ବନ୍ଧା ନ ଥାଏ, ତାହା ଅଶୁଚି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣୀ ବନ୍ଧା ନ ଥାଏ, ତାହା ଅଶୁଚି ହେବ।

Gade chapit la Kopi




ଗଣନା ପୁସ୍ତକ 19:15
6 Referans Kwoze  

“ତହୁଁ ଯାଜକ ଗୃହର ସମସ୍ତ ଜିନିଷ ବାହାରକୁ ନେବାକୁ ଆଜ୍ଞା ଦେବ, ଯେପରି ସେଗୁଡ଼ିକ ଅଶୁଚି ନ ହୁଏ। ସମସ୍ତ ଜିନିଷ ବାହାରକୁ ଆସିଲା ପରେ ଯାଜକ ଦାଗ ଦେଖିବାକୁ ଗୃହରେ ପ୍ରବେଶ କରିବ।


“ଅଶୁଚି ପ୍ରାଣୀମାନଙ୍କ ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ ତାହା ଅଶୁଚି ହେବ। ଯଦି ସେହି ଶବ କାଠପାତ୍ର କି ବସ୍ତ୍ର, କି ଚର୍ମ କି ଅଖା କିମ୍ବା କୌଣସି କର୍ମ ହତିଆର ଉପରେ ପଡ଼ିଲେ ତାହା ଜଳରେ ଧୂଆଯିବା ଉଚିତ୍। ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ତା'ପରେ ଶୁଚି ହେବ।


ତୁମ୍ଭେମାନେ ଯାବତୀୟ ବସ୍ତ୍ର, ଚର୍ମନିର୍ମିତ ବସ୍ତୁ, ଛେଳି ଲୋମ ନିର୍ମିତ ବସ୍ତ୍ର ଓ କାଠ ନିର୍ମିତ ବସ୍ତୁ ବିଶୁଦ୍ଧ କରିବ।”


“କୌଣସି ମନୁଷ୍ୟ ତୁମ୍ବୁ ଭିତରେ ମଲେ ତହିଁର ବ୍ୟବସ୍ଥା ଏହି। ଯେକେହି ସେହି ତମ୍ବୁରେ ଥାଏ ଓ ଯେକେହି ସେହି ତମ୍ବୁକୁ ଆସେ ସେ ସାତ ଦିନ ପାଇଁ ଅଶୁଚି ହୋଇ ରହିବ।


ପୁଣି କେହି ଯଦି ଖୋଲା କ୍ଷେତ୍ରରେ ଯୁଦ୍ଧରେ ନିହତ ମୃତ ଦେହ, ମନୁଷ୍ୟ ଅସ୍ଥି କିମ୍ବା କବର ଛୁଏଁ, ତେବେ ସେ ସାତ ଦିନ ଯାଏ ଅଶୁଚି ରହିବ।


ପୁଣି କୌଣସି ମାଟିପାତ୍ର ଉପରେ ସେମାନଙ୍କର ଶବ ପଡ଼ିଲେ, ତା’ ମଧ୍ୟରେ ଥିବା ସମସ୍ତ ଦ୍ରବ୍ୟ ଅଶୁଚି ହେବ। ତେଣୁ ତାକୁ ତୁମ୍ଭେମାନେ ଭାଙ୍ଗି ପକାଇବ।


Swiv nou:

Piblisite


Piblisite