ଗଣନା ପୁସ୍ତକ 19:22 - ପବିତ୍ର ବାଇବଲ22 ଆଉ ସେହି ଅଶୁଚି ଲୋକ ଯଦି ଅନ୍ୟ କାହାରିକୁ ଛୁଏଁ, ତେବେ ସେ ମଧ୍ୟ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।” Gade chapit laପବିତ୍ର ବାଇବଲ (Re-edited) - (BSI)22 ପୁଣି ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit laଓଡିଆ ବାଇବେଲ22 ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।” Gade chapit la |