Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 19:6 - ପବିତ୍ର ବାଇବଲ

6 ତହୁଁ ଯାଜକ ଏରସ କାଠ, ଏସୋବ୍ ଓ ଲାଲ ରଙ୍ଗର ସୂତା ନେଇ ସେହି ଗାଈ ଦାହର ଅଗ୍ନି ମଧ୍ୟରେ ପକାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ଯାଜକ ଏରସ କାଠ ଓ ଏସୋବ୍ ଓ ସିନ୍ଦୂରବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।

Gade chapit la Kopi

ଓଡିଆ ବାଇବେଲ

6 ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂରବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂର ବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।

Gade chapit la Kopi




ଗଣନା ପୁସ୍ତକ 19:6
6 Referans Kwoze  

ଯଦି ଲୋକଟି ସୁସ୍ଥ ତେବେ ଯାଜକ ତାହା ପାଇଁ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, କିଛି ଏରସ୍ କାଠ, ସିନ୍ଦୁରବର୍ଣ୍ଣ (ଲୋମ) ଓ ବନସ୍ପତିର ପତ୍ର ନେବା ପାଇଁ ଆଜ୍ଞା ଦେବ।


ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର। ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।


“ପୁଣି ସେହି ଗୃହକୁ ଶୁଚି କରିବାକୁ ଯାଜକ ଦୁଇଟି ପକ୍ଷୀ, ଏରସ କାଠ, ଲାଲ ବସ୍ତ୍ର ଓ ବନସ୍ପତି ନେବା ଉଚିତ୍।


ତା'ପରେ ସେ ସେହି ଜୀଅନ୍ତା ପକ୍ଷୀ, ଏରସ କାଠ, ସିନ୍ଦୁରବର୍ଣ୍ଣ (ଲୋମ) ଓ ବନସ୍ପତି ବୃକ୍ଷର ପତ୍ର ନେଇ ସେହି ସ୍ରୋତଜଳ ଉପରେ ବଧ କରାଯାଇଥିବା ପକ୍ଷୀର ରକ୍ତରେ ସେହିସବୁକୁ ବଡ଼ାଇବ।


ସଦାପ୍ରଭୁ ପୁଣି କୁହନ୍ତି, “ଆସ, ମୋ’ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁରବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହେବ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ୱଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମେଷଲୋମ ସଦୃଶ ଶୁଭ୍ର ହେବ।


Swiv nou:

Piblisite


Piblisite