Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 19:8 - ପବିତ୍ର ବାଇବଲ

8 ଯେଉଁ ଲୋକ ସେହି ଗାଈକି ଦ‌ଗ୍‌ଧ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ। ଆଉ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ଯେଉଁ ଲୋକ ସେହି ଗାଭୀକି ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ ଓ ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ଓଡିଆ ବାଇବେଲ

8 ଆଉ ଯେଉଁ ଲୋକ ସେହି ଗାଭୀକୁ ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ, ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ଯେଉଁ ଲୋକ ସେହି ଗାଭୀକୁ ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ, ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi




ଗଣନା ପୁସ୍ତକ 19:8
6 Referans Kwoze  

ଯେଉଁ ଲୋକ ସେଗୁଡ଼ିକୁ ଦ‌‌‌‌ଗ୍‌‌‌‌ଧ କରିବ, ସେ ତା'ର ବସ୍ତ୍ର ଧୋଇବା ଉଚିତ୍ ଓ ତା'ର ସମସ୍ତ ଶରୀର ଜଳରେ ଭଲ ଭାଗରେ ଧୋଇବ ଏବଂ ତା'ପରେ କେବଳ ସେ ଛାଉଣିରେ ପ୍ରବେଶ କରିବ।


ତା'ପରେ ସେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ। ତା'ପରେ ସେ ଛାଉଣିକି ଆସିବ। ପୁଣି ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


“ଏହା ପରେ କୌଣସି ଶୁଚିଲୋକ ସେହି ଗାଈର ଭସ୍ମ ସଂଗ୍ରହ କରି ଛାଉଣି ବାହାରେ କୌଣସି ଶୁଚି ସ୍ଥାନରେ ରଖିବ। ସେହି ଭସ୍ମ ଇସ୍ରାଏଲ ଲୋକମାନଙ୍କର ପାଣିକୁ ଶୁଚି କରିବା ନିମନ୍ତେ ରଖାଯିବ। ତାହା ଶୁଚି କରଣାର୍ଥେ ଉତ୍ସର୍ଗ ଅଟେ।


ପୁଣି ଯେକେହି ସେମାନଙ୍କର ଶବର କୌଣସି ଅଂଶ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


“ଆଉ ତୁମ୍ଭେ ନିଜ ଲୋକ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂ ମୃତ ପଶୁ ଭୋଜନ କରେ, ତେବେ ସେ ନିଜର ବସ୍ତ୍ର ଧୋଇବା ଉଚିତ୍, ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ, ତାହାପରେ ସେ ଶୁଚି ହେବ।


ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ। ଆଉ ଯେକେହି ସେହି ଅଶୌଗ୍ଭର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ। ପୁଣି ଯେକେହି ସେହି ଅଶୌଗ୍ଭର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


Swiv nou:

Piblisite


Piblisite