ଗଣନା ପୁସ୍ତକ 2:10 - ପବିତ୍ର ବାଇବଲ10 “ରୁବେନ୍ ବିଭାଗର ଛାଉଣିର ଧ୍ୱଜା ଦକ୍ଷିଣ ଦିଗକୁ ରହିବ। ଶଦେୟରର ପୁତ୍ର ଇଲୀଷୂର ରୁବେନ୍ ଗୋଷ୍ଠୀର ଅଧିପତି ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ଵଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ-ସନ୍ତାନଗଣର ଅଧିପତି ହେବ; Gade chapit laଓଡିଆ ବାଇବେଲ10 ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍-ସନ୍ତାନଗଣର ଅଧିପତି ହେବ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ୍-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍-ସନ୍ତାନଗଣର ଅଧିପତି ହେବ; Gade chapit la |
ରୁବେନ୍ ଇସ୍ରାଏଲଙ୍କର ପ୍ରଥମଜାତ ପୁତ୍ର ଥିଲେ। ସେଥିପାଇଁ ସେ ବିଶେଷ ଆଶୀର୍ବାଦ ପାଇବାର ଉଚିତ୍ ଥିଲା, କିନ୍ତୁ ସେ ନିଜ ପିତାଙ୍କର ସ୍ତ୍ରୀଙ୍କ ସହିତ ଯୌନ ସମ୍ପର୍କ ସ୍ଥାପନ କରିଥିଲେ। ତେଣୁ ଏହି ସମସ୍ତ ଆଶୀର୍ବାଦ ଯୋଷେଫଙ୍କ ପୁତ୍ରଙ୍କୁ ଦିଆଗଲା। ପରିବାରର ଇତିହାସରେ ଜନ୍ମଗତ ଅଧିକାର ଅନୁସାରେ, ପ୍ରଥମଜାତ ପୁତ୍ର ଭାବରେ ରୁବେନଙ୍କ ନାମ ଲିଖିତ ହୋଇ ନାହିଁ। ଯଦିଓ ଯିହୁଦା ତାଙ୍କର ଭ୍ରାତାମାନଙ୍କ ମଧ୍ୟରେ ଅଧିକ ଶକ୍ତିଶାଳୀ ହେଲେ ଏବଂ ଜଣେ ଶାସକ ତାଙ୍କ ବଂଶରୁ ଆସିଲେ ଜନ୍ମଗତ ଅଧିକାର ଓ ଆଶୀର୍ବାଦ ଯୋଷେଫଙ୍କ ପରିବାର ପାଇଲା। ରୁବେନଙ୍କ ପୁତ୍ରମାନେ ଥିଲେ: ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମୀ।