Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:14 - ପବିତ୍ର ବାଇବଲ

14 “ରୁବେ‌ନ୍‌ର ଲୋକମାନଙ୍କ ଛାଉଣି ପାଖରେ ଗାଦ୍ ଗୋଷ୍ଠୀ ଛାଉଣି ସ୍ଥାପିତ ହେବ। ରୂୟେଲର ପୁତ୍ର ଇଲୀୟାସଫ ଗାଦ୍ ଲୋକମାନଙ୍କର ଅଧିପତି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହୁଁ ଗାଦର ବଂଶ ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଓଡିଆ ବାଇବେଲ

14 ତହୁଁ ଗାଦ୍‍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍ ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହୁଁ ଗାଦ୍‍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍-ସନ୍ତାନଗଣର ଅଧିପତି ହେବ;

Gade chapit la Kopi




ଗଣନା ପୁସ୍ତକ 2:14
6 Referans Kwoze  

ଗାଦ୍ ପରିବାରବର୍ଗର, ଦ୍ୟୂୟେଲର ପୁତ୍ର ଇଲୀୟାସଫ।


ତା'ପରେ ଗା‌ଦ୍‌ର ଗୋଷ୍ଠୀ ଆସିଲେ ଓ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ସେମାନଙ୍କର ଅଧିନାୟକ ଥିଲେ।


ତାଙ୍କର ସୈନ୍ୟବାହିନୀର ସାମର୍ଥ୍ୟ 59,300


ତାଙ୍କର ସୈନ୍ୟବାହିନୀର ସାମର୍ଥ୍ୟ 45,650


Swiv nou:

Piblisite


Piblisite