Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:17 - ପବିତ୍ର ବାଇବଲ

17 “ଏହା ପରେ ଲେବୀୟମାନଙ୍କ ଛାଉଣି ସହିତ ସମାଗମ-ତମ୍ବୁ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ। ସେମାନେ ସେହି ନିୟମରେ ଅଗ୍ରସର ହେବେ, ଯେପରି ଛାଉଣି ସ୍ଥାପନ କରିବେ, ସମସ୍ତେ ତାଙ୍କ ଧ୍ୱଜା ପାଖରେ ସର୍ବଦା ରହିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଉତ୍ତାରେ ସମାଗମ-ତମ୍ଵୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ଵ ସ୍ଵ ସ୍ଥାନରେ ଧ୍ଵଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।

Gade chapit la Kopi

ଓଡିଆ ବାଇବେଲ

17 ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।

Gade chapit la Kopi




ଗଣନା ପୁସ୍ତକ 2:17
8 Referans Kwoze  

ତା'ପରେ କହାତୀୟଙ୍କ ପରିବାର ପବିତ୍ର ସ୍ଥାନର ଭାର ବହନକରି ସେହି ପବିତ୍ର ତମ୍ବୁ ସ୍ଥାପନ କରିଥିଲେ। କହାତୀୟ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ପବିତ୍ର ତମ୍ବୁ ସ୍ଥାପନ କରିଥିଲେ।


ପବିତ୍ର ତମ୍ବୁ ତଳକୁ ନିଆଗଲା। ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ବହନ କରି ଅଗ୍ରସର ହେଲେ।


ମୁଁ ମୋ’ ଶରୀରରେ ତୁମ୍ଭ ସହିତ ସେଠାରେ ନାହିଁ, କିନ୍ତୁ ମୋର ଆତ୍ମା ସେଠାରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠାରେ ବଳିଷ୍ଠ ବିଶ୍ୱାସ ଦେଖି ପ୍ରସନ୍ନ ଅଟେ।


ପ୍ରତ୍ୟେକ କାମ ଠିକ୍ ଭାବରେ ଓ କ୍ରମାନୁସାରେ କରିବା ଉଚିତ୍।


ମୋଶା, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖରେ ଛାଉଣି ସ୍ଥାପନ କରିବେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ପବିତ୍ର ସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ଯାଏ, ତାକୁ ମୃତ୍ୟୁଦଣ୍ତ ଦିଆଯିବ।


ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ;


“ଇଫ୍ରୟିମ ବିଭାଗର ଛାଉଣିର ଧ୍ୱଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ ଲୋକମାନଙ୍କର ଅଧିପତି ହେବ।


Swiv nou:

Piblisite


Piblisite