Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:25 - ପବିତ୍ର ବାଇବଲ

25 “ଦାନ ବିଭାଗର ଛାଉଣିର ଧ୍ୱଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ ସନ୍ତାନଗଣର ଅଧିପତି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ-ଛାଉଣିର ଧ୍ଵଜା ରହିବ; ପୁଣି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେସର ଦାନ-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଓଡିଆ ବାଇବେଲ

25 ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;

Gade chapit la Kopi




ଗଣନା ପୁସ୍ତକ 2:25
7 Referans Kwoze  

ଦାନ ପରିବାରବର୍ଗର ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।


ଦାନ ଗୋଷ୍ଠୀର ବିଭାଗର ଧ୍ୱଜା ପରେ ଗ୍ଭଳିତ ହେଲା। ସେମାନେ ପଶ୍ଚା‌‌ତ୍‌‌ଭାଗର ପ୍ରହରୀ ଥିଲେ। ଆଉ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷ ସେମାନଙ୍କର ଅଧିନାୟକ ଥିଲେ।


ଦାନ୍ ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।


ତାଙ୍କର ସୈନ୍ୟବାହିନୀର ସାମର୍ଥ୍ୟ 62,700


ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ପରିବାରବର୍ଗର ଅଧିପତି ହେବ। ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।


Swiv nou:

Piblisite


Piblisite