Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:29 - ପବିତ୍ର ବାଇବଲ

29 “ନପ୍ତାଲି ଗୋଷ୍ଠୀର ଛାଉଣି ଦାନ ଗୋଷ୍ଠୀ ପରେ ରହିବ। ଐନନର ପୁତ୍ର ଅହୀର ନପ୍ତାଲିର ଲୋକମାନଙ୍କର ଅଧିପତି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଓଡିଆ ବାଇବେଲ

29 ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ଅଧିପତି ହେବ;

Gade chapit la Kopi




ଗଣନା ପୁସ୍ତକ 2:29
9 Referans Kwoze  

ନପ୍ତାଲି ପରିବାରବର୍ଗର, ଐନନର ପୁତ୍ର ଅହୀର।”


ତଦୁପରି ଅଗ୍ରସର ହେଲେ ନପ୍ତାଲି ଲୋକମାନଙ୍କର ବଂଶ ଐନନର ପୁତ୍ର ଅହୀର ସେମାନଙ୍କର ଅଗ୍ରଭାଗରେ ଥିଲେ।


ରାହେଲ କହିଲେ, “ମୁଁ ମୋର ଭଉଣୀ ସହିତ ସଂଘର୍ଷ କରି ଜୟ କଲି।” ଏଣୁ କରି ସେ ତାଙ୍କର ନାମ ନପ୍ତାଲି ରଖିଲେ।


ତାଙ୍କର ସୈନ୍ୟବାହିନୀର ସାମର୍ଥ୍ୟ 41,500


ତାଙ୍କର ସୈନ୍ୟବାହିନୀର ସାମର୍ଥ୍ୟ 53,400


Swiv nou:

Piblisite


Piblisite